ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲୁକା କଳାରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ

ବାଲୁକା କଳାରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ

କର୍ଲାମୁଣ୍ଡା: ଆନ୍ତର୍ଜାତୀୟ ଶ୍ରମିକ ଦିବସ ଉପଲକ୍ଷେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ପଂଚାୟତ ଅନ୍ତର୍ଗତ ଡଙ୍ଗରମୁଣ୍ଡା ଗ୍ରାମର ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁ ବାଲୁକାରେ ଜଣେ ମହିଳା ତାଙ୍କ ଶିଶୁଙ୍କୁ ପଛ ପଟେ ଭିଡ଼ି ରଖି ଇଟା କାମରେ ବ୍ୟସ୍ତ ଥିବାର ଚିତ୍ର ପ୍ରସ୍ତୁତ କରି ସମଗ୍ର ଶ୍ରମିକ ସମାଜ କୁ ଅଭିନନ୍ଦନ ଜଣାଇଛନ୍ତି l ଶ୍ରୀ ସାହୁ ବିଭିନ୍ନ ସମୟରେ ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ବାଲୁକା କଳା ପ୍ରଦର୍ଶନ କରି ବେଶ ଖ୍ୟାତି ଲାଭ କରିଛନ୍ତି l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଡାବୁଗାଁ ଜନଜାତି ସୁରକ୍ଷା ମଞ୍ଚ ତରଫରୁ ନୁତନ ତହସିଲଦାରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା 

masiha

ଦାଦନ ଶ୍ରମିକ ମୃତ୍ୟୁ ଥମୁନାହିଁ, ପୁଣି ଏକ ଦାଦନ ଶ୍ରମିକ ର ମୃତ୍ୟୁ ଶବ ଫେରାଇ ଆଣିକୁ ପ୍ରଶାସନ ପାଖେ ନିବେଦନ

masiha

ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!