ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଏକ୍ସ କେଡର ଶିକ୍ଷକ ସଂଘ ପକ୍ଷରୁ ମୃତ ଶିକ୍ଷକଙ୍କ ପରିବାରକୁ ସମବେଦନା ଓ ସହାୟତା ପ୍ରଦାନ

ଏକ୍ସ କେଡର ଶିକ୍ଷକ ସଂଘ ପକ୍ଷରୁ ମୃତ ଶିକ୍ଷକଙ୍କ ପରିବାରକୁ ସମବେଦନା ଓ ସହାୟତା ପ୍ରଦାନ

କୋକସରା,୨/୫ // କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ସରକାରୀ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ଦିବଙ୍ଗତ ମହାଦେବ ବାଗ ବିଏଲଓ ଡ୍ୟୁଟି ସାରି ଘରକୁ ଫେରିବା ପରେ ଗୁରୁତର ହୋଇଥିଲେ । କୋକସରା ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଗୁରୁବାର ମୃତ ଶିକ୍ଷକଙ୍କ ଦଶାହ କାର୍ଯ୍ୟରେ କୋକସରା ବ୍ଲକ ଏକ୍ସ କେଡର ଶିକ୍ଷକ ସଂଘର ସଭାପତି ଗଗନ ବିହାରୀ ପଟ୍ଟନାୟକ, ସମ୍ପାଦକ ଦେବିସିଂ ମାଝୀ, କୋଷାଧ୍ୟକ୍ଷ ଈଶ୍ୱରୀ ପ୍ରସାଦ ଅଗସ୍ତି, ରଞ୍ଜିତ କୁମାର ଖମାରି, ପ୍ରସନ୍ନ ନାଏକ, ମାର ଗୁଣିଆ ନାଗ, ଥବିର ପ୍ରସାଦ ବାଣୁଆ ପ୍ରମୁଖ ଉପସ୍ଥିତ ରହି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ରାଶି ତାଙ୍କ ବିଧବା ପତ୍ନୀଙ୍କୁ ପ୍ରଦାନ କରିଥିଲେ।

ମସିହା ନିୟୁଜ୍ ସର୍ଭିସ୍ 

Related posts

ଝରିଗାଁ ବ୍ଳକ ସ୍ଥିତ ଆତ୍ମା କାର୍ଯ୍ୟାଳୟ ଠାରେ ଆଜି ଆତ୍ମା ଚେୟାରମ୍ୟାନ ଚୟନ

masiha

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରୌପ୍ୟ ଜୟନ୍ତୀ । ଦୁଇ ଦିନର ଉତ୍ସବ ; ମହାମହିମ ରାଜ୍ୟପାଳ କରିବେ ଉଦଯାପନ

Sunil Chandra Nayak

ରାୟଗଡା ଜିଲ୍ଳା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଜିଲ୍ଳାସ୍ତରୀୟ ସାଂସ୍କୃତିକ ଉତ୍ସବ

Sunil Chandra Nayak

Leave a Comment

error: Content is protected !!