ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ପାଟଣାଗଡ଼ ରେ ସ୍ୱଧିନ ପ୍ରାଥୀ ଭାବେ ନାମାଙ୍କନ ଦାଖଲ କଲେ ଶ୍ରୀ ସୌରୀ କୁମାର ସାହୁ 

ପାଟଣାଗଡ଼ ରେ ସ୍ୱଧିନ ପ୍ରାଥୀ ଭାବେ ନାମାଙ୍କନ ଦାଖଲ କଲେ ଶ୍ରୀ ସୌରୀ କୁମାର ସାହୁ 

ଆଜି ପାଟଣାଗଡ଼ ସ୍ୱାଧିନ ପାର୍ଥି ପକ୍ଷରୁ ସୌରୀ ସାହୁ ସ୍ୱାଧୀନ ପାର୍ଥୀ ଭାବେ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି | ଉପଜିଲ୍ଲାପାଳ ଙ୍କ ଅଫିସ ଆଗରେ ପହଁଚିଥିଲେ |ପରେ ନିର୍ବାଚନ ଦାୟିତ୍ୱ ରେ ଥିବା ଅଧିକାରୀ ଙ୍କ ପାଖରେ ରେ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି |ଅନ୍ୟପଟେ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ବିଫଳତା ଏବଂ ମୌଳିକ ସୁବିଧା ସୁଯୋଗ ରୁ ବଞ୍ଚିତ ଥିବା ଗରିବ ଙ୍କ ଗରିବ ଲୋକଙ୍କ ହକ ପାଇଁ ସ୍ୱଧିନ ପର୍ଥୀ ସୌରୀ ସାହୁ ଲଢେଇ କରିବ ଏବଂ ବିଜୟ ନିଶ୍ଚୟ ବୋଲି ଆଶାବାଦୀ ଅଛନ୍ତି।

ଦୁର୍ଯୋଧନ ବର୍ଗେ ଙ୍କ ରିପୋର୍ଟ୍ 

Related posts

ବିଜେପି ଏଥର ଓଡ଼ିଶାରେ ୧୫ ଲୋକସଭା ଓ ୭୫ ବିଧାନସଭା ଆସନ ଜିତିବ: ଶାହା

masiha

ଏ.ବି.ଭି.ପି. ର ଛାତ୍ର ସମାବେଶ, ଜିଲ୍ଲାପାଳଙ୍କୁ ପ୍ରଦାନ କଲେ 12 ଦଫା ଦାବିପତ୍ର !

Sunil Chandra Nayak

ଭାରତୀୟ ଜନତା ପାର୍ଟି, ପାନପୋଷ ସାଂଗଠନିକ ଜିଲ୍ଲା ,ରାଉରକେଲା ଷ୍ଟିଲ ଟାଉନସିପ୍ ପଶ୍ଚିମ ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!