ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲେଶ୍ଵର,୧୦/୬/୨୪- ପୁରାତନ ଛାତ୍ର ସଂସଦର ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ଡୁଙ୍ଗୁରା ସ୍ଥିତ ଦର୍ଶନ ପ୍ରସାଦ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ଆସନ୍ତା ତା ୧୫/୬/୨୪ ରିଖ ରଜ ସଂକ୍ରାନ୍ତି ଦିନ ଅନୁଷ୍ଠିତ ହେବାକୁ ସ୍ଥିର ହୋଇଛି । ଅତିଥି ମାନଙ୍କୁ ଆମନ୍ତ୍ରଣ ଓ ୨ ଜଣଙ୍କୁ ସମ୍ବର୍ଦ୍ଧିତ କରାଯିବା ନିମନ୍ତେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉକ୍ତ ଆଲୋଚନାରେ ପରିଷଦର ସଭାପତି କବି ମାୟାଧର ନାୟକ, ସମ୍ପାଦକ ବିଶ୍ବନାଥ ପୃଷ୍ଟି, ଅର୍ଜୁନ ଚରଣ ମଣ୍ଡଳ, ରାଧାରଞ୍ଜନ ଦାସ, ନିର୍ମଳ କୁମାର ପଣ୍ଡା, ନନ୍ଦକିଶୋର ପୃଷ୍ଟି ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ବୈଠକ ତରଫରୁ ପୁରାତନ ଛାତ୍ର ପରିଷଦ ସଦସ୍ୟ ମାନଙ୍କୁ ପୂର୍ଣ୍ଣ ସହଯୋଗ ପାଇଁ ନିବେଦନ କରାଯାଇଛି ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ଦୁଇ ଅନାଥ ଝିଅ ଙ୍କୁ ଉଦ୍ଧାର କରି ଅନାଥ ଆଶ୍ରମ ରେ ଛାଡ଼ିଲା ବହୁଜନ ସଂଗ୍ରାମ ସମିତି

masiha

ନିଆଁ ଲାଗି ପାଳଗଦା ଜଳିଗଲା

Sunil Chandra Nayak

ଜୁନାଗଡ଼ରେ ମହମ୍ମଦ ଜୟନ୍ତୀ ପାଳିତ

masiha

Leave a Comment

error: Content is protected !!