ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରିଷିଡା: ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ 

ରିଷିଡା: ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ 

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ଆଗାମୀ ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ପାଇଁଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରେ ରବିବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ରଥଯାତ୍ରା କମିଟିର ସଭାପତି ଶିବଲାଲ କେଡିଆ, ସଂପାଦକ ଅନ୍ତର୍ଯ୍ୟାମୀ ସାହୁ, ଉପସଭାପତି କ୍ଷୀରସାଗର ରଣା, ସହ ସଂପାଦକ ନନ୍ଦକିଶୋର ରଣା, ସେବାୟତ ଏବଂ ଗ୍ରାମର ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇ ଆଗାମୀ ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା କୁ ମହାସମାରୋହରେ ପାଳନ କରିବା ପାଇଁ ଆଲୋଚନା କରାଯାଇଥିଲା।

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଲେଖକ ସାମୁଖ୍ୟ ର ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ 

masiha

ଶ୍ରୀ ମେଟାଲିକ୍ସ ପ୍ଲାଣ୍ଟରେ ବିଶ୍ୱ ପରିବେଶ ଦିବସ ପାଳିତ

ହଜିଯାଇଥିବା ବରହମପୁର ଏମକେସିଜି ଡାକ୍ତର ଛାତ୍ରଙ୍କୁ ଉଦ୍ଧାର କଲେ ତିରିଙ୍ଗ ଥାନା ଅଧିକାରୀ

Sunil Chandra Nayak

Leave a Comment

error: Content is protected !!