ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବା ନେଇ ଏକ ପ୍ରସ୍ତୁତି ବୈଠକ

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବା ନେଇ ଏକ ପ୍ରସ୍ତୁତି ବୈଠକ

ଥୁଆମୁଳ ରାମପୁର:୧୮/୦୬ – (ମନିସ):- କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ବ୍ଳକ ସମ୍ମିଳନୀ କକ୍ଷରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବା ନେଇ ଏକ ପ୍ରସ୍ତୁତି ବୈଠକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୃବଚରଣ ମୁଦୁଲି ଙ୍କ ଅଧ୍ଯକ୍ଷତାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପସ୍ଥିତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ନିଜ ନିଜ ବିଭାଗରେ ପ୍ରାକୃତିକ ବିପର୍ଯ୍ୟୟ ଉପରେ ନେବାକୁଥିବା ପଦକ୍ଷେପ ସବୁ ବିଭାଗର ଅଧିକାରୀ ମାନଙ୍କର ସମନ୍ୱୟରେ କିପରି ପ୍ରାକୃତିକ ବିପର୍ଯ୍ୟୟକୁ ମିଳିତ ଭାବରେ ମୁକାବିଲା କରିବା ପାଇଁ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଜିପିଓ,ଏଇଇ,ଏମଆଇ,ବିପିଏମ୍, ବିଏଓ, ବିଇଓ, ପ୍ରାଣୀ ଚିକିତ୍ସାଳ ଅଧିକାରୀ ଏବଂ ଅନ୍ଯାନ୍ଯ ସମ୍ପ୍ରସାରଣ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।

ଥୁଆମୁଳ ରାମପୁର ବ୍ଳକରୁ ବଳଭଦ୍ର ବାଗଙ୍କ ରିପୋର୍ଟ

Related posts

ଉଦଯାପିତ ହେଲା ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ତରଫରୁ ଅନୁଷ୍ଠିତ ଶିଶୁ ମହୋତ୍ସବ 

masiha

କୋକସରା ବ୍ଲକସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ 

Sunil Chandra Nayak

ପିଡିଏସ ଚାଉଳ ଓ ଭତ୍ତା ଯୋଗାଣ ଦାବିରେ ପିଇଓଙ୍କୁ ତାଲା ପକାଇଲେ ଲଡୁଗାଁ ପଞ୍ଚାୟତ ହିତାଧିକାରୀ

masiha

Leave a Comment

error: Content is protected !!