ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ୱନାଥପୁରଠାରେ ଆନ୍ତର୍ଜାତିକ ଯୋଗଦିବସ ଅନୁଷ୍ଠିତ

ବିଶ୍ୱନାଥପୁରଠାରେ ଆନ୍ତର୍ଜାତିକ ଯୋଗଦିବସ ଅନୁଷ୍ଠିତ

ଲାଞ୍ଜିଗଡ, ୨୧/୦୬(ମନିସ)-ଆଜି ବିଶ୍ୱ ଯୋଗଦିବସ ଅବସରରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ବ୍ଲକସ୍ତରୀୟ ଯୋଗଦିବସ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ ପ୍ରଶାସନ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର ସହକାରୀ ନିର୍ବାହୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ହରିଶଙ୍କର ପାତ୍ର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ମନୋହର ହରପାଲ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆଙ୍କ ସମେତ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇଥିଲେ। ଏଥିରେ ସ୍ଥାନୀୟ ଗୋପବନ୍ଧୁ ହାଇସ୍କୁଲର ବହୁସଂଖ୍ୟକ ଛାତ୍ରଛାତ୍ରୀ ଭାଗ ନେଇଥିଲେ।

ସୁଶିଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ଲାଞ୍ଜିଗଡ଼ ବ୍ଲକ ବ୍ରାହ୍ମଣ ସମାଜର ବୈଠକ ଅନୁଷ୍ଠିତ

masiha

ଓଡିଶ ପଲ୍ଲୀ ତରଫରୁ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭା ତରଫରୁ ବାର୍ଷିକ ବୈଠକ ଅନୁଷ୍ଠିତ

ଚଚରାଗୁଡାରେ ମା ଠାକୁରାଣୀଙ୍କ ଘଣ୍ଟ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

Sunil Chandra Nayak

Leave a Comment

error: Content is protected !!