ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମହାବିଦ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ନିଶା ନିବାରଣ ଦିବସ ପାଳିତ 

ମହାବିଦ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ନିଶା ନିବାରଣ ଦିବସ ପାଳିତ 

ଔପଦା,୨୬/୬/୨୪- ବାଲେଶ୍ଵର ଜିଲ୍ଲା ଔପଦା ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ସଂସ୍ଥା ଆନୁକୂଲ୍ୟରେ ପ୍ରୋଗ୍ରାମ ଅଫିସର ଦ୍ୱାରିକାନାଥ ସତପଥୀଙ୍କ ତତ୍ୱାବଧାନରେ ଆନ୍ତର୍ଜାତିକ ନିଶା ନିବାରଣ ଦିବସ ଓ ବିଶ୍ବ ରକ୍ତ ଶିକୁଳି ଦିବସ ପାଳିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ମୋହନ ଚରଣ ସାହୁ ଅଧ୍ୟକ୍ଷତା କରି ଥିଲେ । ପ୍ରାକ୍ତନ ଅଧ୍ୟକ୍ଷ କମଳାକାନ୍ତ ଦାସ, ଲଷ୍ମୀନାରାୟଣ ଦାସ, ପୂର୍ଣଚନ୍ଦ୍ର ନାୟକ, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ଏଥିରେ ପୂର୍ଣ୍ଣ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମ ଆସନ୍ତା ଜୁଲାଇ ମାସ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ମହାବିଦ୍ୟାଳୟ ପ୍ରକାଶ କରିଛି ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ , ପଞ୍ଚାୟତ ସମିତି ବୈଠକ ରେ ଅନୁପସ୍ଥିତ ଥିବା ଅଧିକାରୀଙ୍କ ଦରମା ବନ୍ଦ ପାଇଁ ସରକାରଙ୍କ ଅବଗତି ପାଇଁ ପ୍ରସ୍ତାବ ଗୃହୀତ

Sunil Chandra Nayak

କନ୍ଧମାଳ ଜିଲ୍ଲା ଜି . ଉଦୟଗିରି ଥାନା ଅନ୍ତର୍ଗତ କଙ୍ଗିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର

Sunil Chandra Nayak

ବାର୍ଷିକ ଉତ୍ସବ ଓ ଅଷ୍ଟପ୍ରହରୀ ନାମଯଜ୍ଞ ସମ୍ପନ୍ନ 

masiha

Leave a Comment

error: Content is protected !!