ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶ୍ରାଦ୍ଧ ଦିବସରେ ପୁଣ୍ୟାତ୍ମା ଗୋପବନ୍ଧୁ ଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାଞ୍ଜଳୀ

ଶ୍ରାଦ୍ଧ ଦିବସରେ ପୁଣ୍ୟାତ୍ମା ଗୋପବନ୍ଧୁ ଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାଞ୍ଜଳୀ

ଜୁନାଗଡ଼,୬/୭(ମ ନି ସ)ଜୁନାଗଡ଼ ଠାରେ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ଅବସରରେ ସ୍ଥାନୀୟ ଦଙ୍ଗଘାଟପଡା ଥରେ ଥିବା ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ପ୍ରତିମୂର୍ତିଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ଜୁନାଗଡ଼ ପ୍ରତିନିଧି ତଥା ନଗରପାଳ ମୁକେଶ ଅଗ୍ରୱାଲଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ପୁଣ୍ୟାତ୍ମା ଗୋପବନ୍ଧୁ ଙ୍କ ପ୍ରତିମୂର୍ତ୍ତିରେ ଉପସ୍ଥିତ ଅତିଥିମାନେ ମାଲ୍ୟାର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା।ଏଥିସହ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ବଳିଦାନ, ଆଦର୍ଶ ଓ ସେବାକାର୍ଯ୍ୟ ସମାଜକୁ ଦିଗଦର୍ଶନ ଦେଖାଇବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟ କ୍ରମରେ ଜୁନାଗଡ଼ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ଖିଲୋ,ଏନଏସି ଉପଧକ୍ଷ୍ୟା ହିମାଦ୍ରୀ ନାଏକ,ପାରିଷଦ ହିମାଦ୍ରୀ ସିନ୍ଦୁର,ଚକ୍ର ବାଗ,ଓ ଶରତ ଶବର,ରତନ ଢଙ୍ଗଡାମାଝୀ,ଗୋପାଳ ଚନ୍ଦନ, କାନହୁ ବୈଠାରୁ ପ୍ରମୁଖ ଉପସ୍ଥିତ ରହି ଥିଲେ।

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ବନ୍ଧୁଗାଁ ବ୍ଲକରେ ଅଳ୍ପ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଳିତ

masiha

ନବରଙ୍ଗପୁରଠାରେ ଶିଶୁ ଏବଂ କିଶୋର କିଶୋରୀମାନଙ୍କ ହୃଦରୋଗ ଚିହ୍ନଟୀକରଣ ଶିବିରଅନୁଷ୍ଠିତ 

masiha

ମିନାକ୍ଷୀ ଧର ଙ୍କ ଦ୍ଵିତୀୟ ପୂଣ୍ୟ ତିଥି ଶ୍ରାଦ୍ଧ ଉତ୍ସବ ପାଳିତ

Leave a Comment

error: Content is protected !!