ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମ୍ୟୁଜିକ ସେଲିବ୍ରସନ ତରଫରୁ ହାଲୁଆ ବଣ୍ଟନ 

ମ୍ୟୁଜିକ ସେଲିବ୍ରସନ ତରଫରୁ ହାଲୁଆ ବଣ୍ଟନ 

ରାଉରକେଲା: ପବିତ୍ର ରଥଯାତ୍ରା ଉପଲକ୍ଷେ ସହରର ଅନ୍ୟତମ ସଂଗୀତ ଅନୁଷ୍ଠାନ ମ୍ୟୁଜିକ ସେଲିବ୍ରସନ ତରଫରୁ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତମାନଙ୍କ ମଧ୍ୟରେ ହାଲୁଆ ବଣ୍ଟନ କରିଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ହିମାଂଶୁ ମହାନ୍ତି ଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ମୃତି ରଞ୍ଜନ,ବିମଳ, ବସନ୍ତ, ନନ୍ଦନ ମୁଖାର୍ଜୀ, ସୁସ୍ମିତା ମୁଖାର୍ଜୀ, ଜୀବନ, ଶ୍ରୀକାନ୍ତ,ସମରେଶ,ବଟ ପ୍ରମୁଖ ଉପସ୍ଥିତ ରହି ହାଲୁଆ ବଣ୍ଟନ କାର୍ଯ୍ୟକ୍ରମରେ ସାହାଯ୍ୟ କରିଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସରେ ବରିଷ୍ଠ ମତଦାତାଙ୍କୁ ସମ୍ମାନିତ କଲେ ଉପଜିଲ୍ଲାପାଳ ରାୟଗଡ଼ା

masiha

ଓଡିଆ ପକ୍ଷ ” ପାଳନ ଅବସରରେ ଶନିବାର ଦିନ ସକାଳେ ଏକ ଗଣଦୌଡର କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ମହିଚଲା ଠାରେ ଦୁର୍ଘଟଣା ଘଟାଇଥିବା ଯୁବକଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ନେଇ ପୂର୍ବ ସରପଞ୍ଚ ଅଜୟ ବେହେରାଙ୍କ ସାମ୍ବାଦିକ ସମ୍ମିଳନୀ ରେ ଖଣ୍ଡନ

masiha

Leave a Comment

error: Content is protected !!