ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନର ହିନ୍ଦୀ ଭାଷଣ ପ୍ରତିଯୋଗିତା ଅନୁଷ୍ଠିତ 

ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନର ହିନ୍ଦୀ ଭାଷଣ ପ୍ରତିଯୋଗିତା ଅନୁଷ୍ଠିତ 

ରାଉରକେଲା:ଆଜି ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନ, ରାଉରକେଲା ଆନୁକୂଲ୍ୟରେ ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନ ଠାରେ ହାଇସ୍କୁଲ ଓ ଯୁକ୍ତ ୨ ସ୍ତରୀୟ ବିଦ୍ୟାର୍ଥୀ ମାନଙ୍କ ପାଇଁ ଏକ ହିନ୍ଦୀ ଭାଷଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର କୁମାର ସାମଲ ସଭାପତିତ୍ୱ କରିଥିଲେ। ରାଉରକେଲାର ବିଭିନ୍ନ ସ୍କୁଲ ଏବଂ କଲେଜର ଛାତ୍ରଛାତ୍ରୀମାନେ ଏଥିରେ ଅଂଶ ଗ୍ରହଣ କରିଥିଲେ। ପ୍ରାରମ୍ଭରେ ସଂସ୍ଥାନର ମ୍ୟାନେଜିଙ୍ଗ ଟ୍ରଷ୍ଟି ତଥା ସମ୍ପାଦକ ଡଃ ଜଗନ୍ନାଥ ଦାଶ ପ୍ରତିଯୋଗିତାର ଉଦ୍ଦେଶ୍ୟ ଓ ଉପଯୋଗିତା ସମ୍ପର୍କରେ ପ୍ରାକ୍ ସୂଚନା ଦେଇଥିଲେ। ମୂଲ୍ୟାଙ୍କନ କାର୍ଯ୍ୟରେ ହିନ୍ଦୀ ଶିକ୍ଷୟିତ୍ରୀ ରେଖା ବୋଷ ଓ ସୁଶ୍ରୀ ସୁସ୍ମିତା ପାଲ୍ ସହଯୋଗ କରିଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଓଡିଆ ପକ୍ଷ ପାଳନ ଅବସରରେ ଗଣଦୌଡ

Sunil Chandra Nayak

ରାଉରକେଲା ଓକିଲ ସଂଘର ନବ ନିର୍ବାଚିତ କର୍ମକର୍ତ୍ତା ଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ

Sunil Chandra Nayak

ଗାଁ ରେ ମଦ କୋଠି ବନ୍ଦ କରିବାକୁ ଥାନାର ଦ୍ୱାରସ୍ଥ ହେଲେ ସୁନାମାଲ ମହିଳା ଗୋଷ୍ଠି

masiha

Leave a Comment

error: Content is protected !!