ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍

ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍

ଭୁବନେଶ୍ୱର :ରାଜଧାନୀରେ ଖୋଲିଥିବା ଦେଶର ପ୍ରଥମ ଚାଉଳ ଏଟିଏମ୍‌ ଯଦି ସଫଳ ହୁଏ ତେବେ ଆଗାମୀ ଦିନରେ ଏହା ସବୁ ଜିଲ୍ଲା ଆଉ ବ୍ଲକରେ ଖୋଲିବ । ଏବେ ଏଟିଏମ୍‌ରୁ ଆପଣ ଉଠାଇ ପାରିବେ ଚାଉଳ । ଭୁବନେଶ୍ୱରରେ ଖୋଲିଛି ଦେଶର ପ୍ରଥମ ଚାଉଳ ଏଟିଏମ୍ । ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍‌ । ଏହି ଚାଉଳ ଏଟିଏମ୍‌କୁ ଉଦଘାଟନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହି ଏଟିଏମରୁ ଜଣେ ହିତାଧିକାରୀ ନିଜ କାର୍ଡ ନମ୍ବର ମାରି ଥମ୍ବ ସ୍କାନ କରି ଚାଉଳ ନେଇପାରିବେ।

ପ୍ରତିନିଧି ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ଓଡିଶା ସମସ୍ୟା ନିୟୁଜ!

Related posts

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ ,ଚଳିତ ବର୍ଷ ପାସ୍‌ ହାର ୯୬.୪୦%…

ଅଙ୍ଗନବାଡି କର୍ମୀଙ୍କ ଆନ୍ଦୋଳନ ସ୍ଥଗିତ….

Sunil Chandra Nayak

ଭାରତ-ସ୍ପେନ୍ ଆନ୍ତର୍ଜାତୀୟ ପୁରସ୍କାର ରେ ସମ୍ମାନିତ ହେଲେ ସାମ୍ବାଦିକ ସତୀଶ କୁମାର

masiha

Leave a Comment

error: Content is protected !!