ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମୋହନଗିର କୃଷି ସମବାୟ ସମିତି ପକ୍ଷରୁ ୭୮ ତମ ସ୍ବାଧୀନତା ଦିବସ ପାଳିତ

ମୋହନଗିର କୃଷି ସମବାୟ ସମିତି ପକ୍ଷରୁ ୭୮ ତମ ସ୍ବାଧୀନତା ଦିବସ ପାଳିତ

ମୋହନଗିର:୧୫/୦୮ – (ମନିସ):- କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଳକ ଅଧିନରେ ଥିବା ମୋହନଗିର କୃଷି ସମବାୟ ସମିତି ପକ୍ଷରୁ ୭୮ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ କୃଷି ସମବାୟ ସମିତର ସଭାପତି ଶ୍ରୀ ବିଘ୍ନେରାଜ ବିଶ୍ବାଳ ଜାତୀୟ ପତାକା ଉତ୍ତୋଳନ କରି ତାଙ୍କର ଅଭିଭାଷଣ ରଖି ସେ ପ୍ରକାଶ କରିଥିଲେ ଯେ, ସରକାର କୃଷକ ମାନଙ୍କୁ ସାର, କିଟନାଶକ ଔଷଧ, ମଣ୍ତିରେ ଧାନ କ୍ରୟରେ ସମ୍ପୂର୍ଣ୍ଣ ସହଯୋଗ କରିବି ବୋଲି କହିଥିଲେ। କୃଷି ସମବାୟର ସମ୍ପାଦକ ଶ୍ରୀ ଟୁକସେନ ଧରୁଆ ପୂର୍ଣ୍ଣ ଭାବରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ କୃଷକ କୁଳ ସମେତ୍ ଅନ୍ଯାନ୍ଯ ଭଦ୍ରବ୍ୟକ୍ତି ଉପସ୍ଥିତ ରହିଥିଲେ।

ମୋହନଗିର ରୁ ସୁଭାଷ ଚନ୍ଦ୍ର ମନହିରାଙ୍କ ରିପୋର୍ଟ

Related posts

ରାୟଗଡ଼ ପୌରପରିଷଦରେ ସ୍ୱାୟତ୍ତ ଶାସନ ଦିବସ-୨୦୨୬ ଆଡ଼ମ୍ବର ସହକାରେ ପାଳିତ

Sunil Chandra Nayak

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଅକାଳ ବିୟୋଗ

masiha

ଧର୍ମଗଡ଼ ପାଇଁ ଗୌରବ ଆଣିଲେ ପଶ୍ଚିମ ଓଡିଶା ଟପ୍ପର କୌଶିକ ସାହୁ : ଜେ ଇ ଇ ଆଡଭାନ୍ସ ପରୀକ୍ଷା ସର୍ବ ଭାରତୀୟ ସ୍ତରରେ ରଖିଲେ ୪୩୮ ରାଙ୍କ

Leave a Comment

error: Content is protected !!