ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାମଦାରେ ଏକ ଦିବସୀୟ ୱାର୍ଡ ସଭ୍ୟ ଓ ସଭ୍ୟାଙ୍କୁ ପୁନରାବୃତ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଜାମଦାରେ ଏକ ଦିବସୀୟ ୱାର୍ଡ ସଭ୍ୟ ଓ ସଭ୍ୟାଙ୍କୁ ପୁନରାବୃତ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ

 ରାଇରଙ୍ଗପୁର -ତା/୦୩/୦୯ // ମୟୂରଭଞ୍ଜ ଜିଲ୍ଲା ଜାମଦା ବ୍ଲକଠାରେ ଏକ ଦିବସୀୟ ୱାର୍ଡ ସଭ୍ୟ ଓ ସଭ୍ୟାଙ୍କୁ ନେଇ ପୁନରାବୃତ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗୋଷ୍ଠି ଉନ୍ନୟନ ଅଧିକାରୀ ଦେବାଶିଷ୍ ପଣ୍ଡା ଉଦ୍ଘାଟନ କରି ୱାର୍ଡ ସଭ୍ୟ ଓ ସଭ୍ୟାା ମାନଙ୍କର କେଉଁପରି କାର୍ଯ୍ୟଧାରା ରହିବ ସେ ବିଷୟରେ ପ୍ରାଞ୍ଜଳ ଭାବରେ ଅବଗତ କରାଇଥିଲେ |ଜିପିଡ଼ିଓ ଶେଖର ସ୍ବାଇଁ ସଭା ପରିଚାଳନା କରିବା ସହ ଅତିଥି ପରିଚୟ ଦେଇଥିଲେ |ଏହି କାର୍ଯ୍ୟକ୍ରମରେ ମୟୂରଭଞ୍ଜ ଜିଲ୍ଲା ସଂଯୋଜକ ଉପସ୍ଥିତ ଥାଇ ପୁନରାବୃତ୍ତି ପ୍ରଶିକ୍ଷଣ ବିଷୟରେ କହିଥିଲେ |ପେସା ସଂଯୋଜକ ଦୀପିକାରାଣୀ ପ୍ରଧାନ ଶେଷରେ ସମସ୍ତଙ୍କୁ ସାଧୁବାଦ ଅର୍ପଣ କରିଥିଲେ |

ରାଇରଙ୍ଗପୁର ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

Related posts

ମେ’ରୁ କଳାହାଣ୍ଡି ଜିଲ୍ଲା ଉତ୍କେଲା ରୁ ଉଡ଼ିବ ବିମାନ

Sunil Chandra Nayak

ହିଞ୍ଜିଳିବାହାଲି ସରକାରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ 

masiha

ରାୟଗଡା ଠାରେ ଜିଲ୍ଳାସ୍ତରୀୟ ୮୯ତମ ଓଡିଶା ଦିବସ ପାଳିତ

masiha

Leave a Comment

error: Content is protected !!