ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ଜଣାଶୁଣା ଚେହେରା ତଥା ପୂର୍ବତନ ସରକାରୀ କର୍ମଚାରୀ ଶ୍ରୀ ସୁରେଶ ସାସ୍ତ୍ରୀ ଭାରତୀୟ ଜନତା ପାର୍ଟି ହେଲେ ସାମିଲ 

ଜଣାଶୁଣା ଚେହେରା ତଥା ପୂର୍ବତନ ସରକାରୀ କର୍ମଚାରୀ ଶ୍ରୀ ସୁରେଶ ସାସ୍ତ୍ରୀ ଭାରତୀୟ ଜନତା ପାର୍ଟି ହେଲେ ସାମିଲ 

ନବରଙ୍ଗପୁର:(୪|୯)(ରବି ନାରାୟଣ ମହାନ୍ତି)ନବରଙ୍ଗପୁର ଜିଲ୍ଲା ର ଜଣେ ଜଣାଶୁଣା ଚେହେରା ତଥା ପୂର୍ବତନ ସରକାରୀ କର୍ମଚାରୀ ଶ୍ରୀ ସୁରେଶ ସାସ୍ତ୍ରୀ ଭାରତୀୟ ଜନତା ପାର୍ଟି ର ନିତୀ ଆଦର୍ଶ ରାଷ୍ଟ୍ରିୟ ଭାବନା,ଦେଶପ୍ରେମ ଓ ଯସସ୍ୱି ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟ ଦକ୍ଷତା ତଥା ବିଭିନ୍ନ ଜନ ହିତକାରୀ ଯୋଜନା ପ୍ରତି ଆକୃଷ୍ଟ ହୋଇ ବିଦ୍ଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି ରେ ପ୍ରାଥମିକ ସଦସ୍ୟତା ଗ୍ରହଣ କରି ବିଧାୟକ ନବରଙ୍ଗପୁର ଶ୍ରୀ ଗୌରୀଶଙ୍କର ମାଝି ଓ ଜିଲ୍ଲା ସଭାପତି ଶ୍ରୀ ଜଗଦୀଶ ବିଶୋଇଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟି ରେ ସାମିଲ ହୋଇଛନ୍ତି।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

କୋକସରା ବ୍ଲକ କଂଗ୍ରେସର ନୂତନ ସଭାପତି ଭାବେ ମନୋନୀତ ହେଲେ ଲିଙ୍ଗରାଜ ବେହେରା, ବିଭିନ୍ନ ମହଲରୁ ଶୁଭେଚ୍ଛା

masiha

ବିଜେଡି ଅକ୍ତିଆର ରେ ନୂଆପଡ଼ା ର ଦୁଇ ଗୋଟି ବିଧାନସଭା 

masiha

ମଣିପୁର ଆଦିବାସୀ ଙ୍କ ପ୍ରତି ଅନ୍ୟାୟ ପ୍ରତିବାଦ ରେ କଂଗ୍ରେସ ଦଳ ତରଫରୁ ୧୦ ଦଫା ଦାବୀ ପ୍ରଦାନ

Sunil Chandra Nayak

Leave a Comment

error: Content is protected !!