ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ଦେଉଳି ମିନି ଷ୍ଟାଡିୟମରେ “ବିକ୍ରମ ଓ ମିନତୀ ମେମୋରିଆଲ” ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଦେଉଳି ମିନି ଷ୍ଟାଡିୟମରେ “ବିକ୍ରମ ଓ ମିନତୀ ମେମୋରିଆଲ” ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ 

କଟକ : ୪୨ ମୌଜା ଦହିଗାଁ “ମା ବରୁଣେଇ ଫୁଟବଲ ଟିମ” ପକ୍ଷରୁ ଦେଉଳି ମିନି ଷ୍ଟାଡିୟମରେ ଏକ ‘ଏକ ଦିବସୀୟ’ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । “ବିକ୍ରମ ଓ ମିନତୀ ମେମୋରିଆଲ” ନାମରେ ଅନୁଷ୍ଠିତ ଏହି ଖେଳରେ ୮ ଦଳ ଭାଗ ନେଇଥିଲେ । ଫାଇନାଲ ମ୍ୟାଚରେ ଖାନନଗରର “ମା ମଙ୍ଗଳା କ୍ଳବ୍” ବରାହିପୂରର “ସୁପ୍ରିମ କ୍ଳବ”କୁ ହରାଇ ଚମ୍ପିୟାନ ହୋଇଥିଲେ । ଅତିଥି ଭାବରେ ଶିକ୍ଷାବିତ୍ ମନୋଜ ନାୟକ,ମିହିର ରଞ୍ଜନ ପତି ଓ ଆଇନଜୀବୀ ପ୍ରମୋଦ ପତି ଯୋଗ ଦେଇ ଚମ୍ପିୟାନ ଦଳକୁ ଟ୍ରଫି ସହ ୭ ହଜାର ଓ ରନର୍ସ ଅପ୍ ଦଳକୁ ଟ୍ରଫି ସହ ୬ ହଜାର ଟଙ୍କା ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ପୁରୁଷ ବିଶ୍ଵକପ ହକି ୨୦୨୩ ଉପଲକ୍ଷେ ଜିଲ୍ଲା ସ୍ତରୀୟ ଫୁଟବଲ୍ ଏବଂ ଭଲିବଲ ଟୁର୍ଣ୍ଣାମେଣ୍ଟ

Sunil Chandra Nayak

ଜୀବନ ଜୀଇଁବାର କଳା ଶିଖାଏ କ୍ରୀଡ଼ା…. ଧର୍ମଗଡ଼ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

masiha

ମଣ୍ଡେଇ ମହୋତ୍ସବ ୨୦୨୪ ଉପଲକ୍ଷେ କ୍ରିକେଟ ( ପୁରୁଷ) ଏବଂ ଦଉଡ଼ି ଟଣା (ମହିଳା) ପ୍ରତିଯୋଗିତା ଅନୁଷ୍ଠିତ 

masiha

Leave a Comment

error: Content is protected !!