ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂତନ ମନ୍ଦିରର ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ଓ ପୂଣ୍ଣାହୁତି 

ନୂତନ ମନ୍ଦିରର ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ଓ ପୂଣ୍ଣାହୁତି 

   କଟକ : ୪୨ମୌଜା ଏରଞ୍ଚ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ପୌଢ ନିବାସ ପରିସରରେ ସେପ୍ଟେମ୍ବର ୯ ଓ ୧୦ ତାରିଖ ଦୁଇ ଦିନ ଧରି ପ୍ରଭୁ ଶ୍ରୀ ଶ୍ରୀ ଦକ୍ଷିଣେଶ୍ୱର ମହାଦେବ ଓ ଶ୍ରୀ ଶ୍ରୀ ଦକ୍ଷିଣେଶ୍ୱର ହନୁମାନ ମନ୍ଦିରର ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବୁଧବାର ୧୧ ତାରିଖ ଅପରାହ୍ନରେ ପୂର୍ଣ୍ଣାହୁତି,ପ୍ରସାଦ ସେବନ ଓ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଭକ୍ତ ମାନେ ବହୁ ସଂଖ୍ୟାରେ ଉପସ୍ଥିତ ରହି ପ୍ରଭୁ କୃପା ଲାଭ କରିବା ପାଇଁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଅନୁରୋଧ କରାଯାଇଛି ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଜଗମୋହନ ରେ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ 

Sunil Chandra Nayak

ବାଲୁକା କଳାରେ ଧାନ ଅମଳର ଦୃଶ୍ୟ କୋଣାର୍କ ଉତ୍ସବରେ କଳା ପ୍ରଦର୍ଶନ ପାଇଁ ଶିଳ୍ପୀଙ୍କ ପ୍ରସ୍ତୁତି

masiha

ରାଜ୍ୟସଭା ସାଂସଦ ଦିଲୀପ ରାୟଙ୍କ ଏମ୍ ସି ଏଲ ପ୍ରତିନିଧି ହେଲେ ରାଜେଶ ରାୟ 

Leave a Comment

error: Content is protected !!