ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସଂଗ୍ରାମୀ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ 

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସଂଗ୍ରାମୀ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ 

କଟକ : ଢେଙ୍କାନାଳ ଜିଲ୍ଲାର ହରେକୃଷ୍ଣପୁର ଗ୍ରାମର ଗର୍ବ ଓ ଗୌରବ ସ୍ଵାଧୀନତା ସଂଗ୍ରାମର ବୀର ପୁରୁଷ ସଂଗ୍ରାମୀ ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ପୂଜ୍ୟପୂଜା ଭବନରେ ବ୍ରାହ୍ମ ମୁହୂର୍ତ୍ତରେ କଟକ ସଦର ୪୨ ମୌଜା ପଟଣା ଗ୍ରାମର ସର୍ବ ପୁରାତନ ଅଗ୍ରଣୀ ସାମାଜିକ ପ୍ରତିଷ୍ଠାନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନର ସଭାପତି କବୀ ସରୋଜ ନଳିନୀ ପରିଜା,କାର୍ଯ୍ୟକାରୀ ସଭାପତି ଅଭୟ କୁମାର ଦାସ, ମହାସଚିବ ରୁଦ୍ର ନାରାୟଣ ଦାସ,ଶ୍ରାବନ୍ତିକା ମହାନ୍ତି,ସମ୍ପାଦକ ସଂଗ୍ରାହକ ନାରାୟଣ ଚନ୍ଦ୍ର ମହାନ୍ତି ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

୬୪ତମ ବାଟାଲିୟନ CRPF ପକ୍ଷରୁ ସ୍ୱଚ୍ଛତା ଅଭିଯାନ

Sunil Chandra Nayak

କବି ଗଡ଼ନାୟକ ଥିଲେ କାବ୍ୟ ସ୍ଥାପତ୍ୟ ଓ ଛନ୍ଦର ଅପୂର୍ବ ବିନ୍ଧାଣି: ଶ୍ରୀପତି.. ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୁଲ୍ୟରେ ରାଧାମୋହନ ଗଡ଼ନାୟକଙ୍କ ସାହିତ୍ୟ ଆଲୋଚନା

Sunil Chandra Nayak

ଢୁଷଗୁଡ଼ା ରେତ୍ ଡ୍ୟାମରେ ବୁଡ଼ି କଲେଜ ଛାତ୍ର ନିଖୋଜ ଘଟଣା, ୨୪ ଘଣ୍ଟା ପରେ ଶବ ଉଦ୍ଧାର         

Sunil Chandra Nayak

Leave a Comment

error: Content is protected !!