ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା ମାଁ ଗଜଲକ୍ଷ୍ମୀ ପୂଜା ନୂତନ କମିଟି ଗଠିତ

ତେରେସିଂହା ମାଁ ଗଜଲକ୍ଷ୍ମୀ ପୂଜା ନୂତନ କମିଟି ଗଠିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ତେରେସିଂହା ଗ୍ରାମର ଶ୍ରୀ ଶ୍ରୀ ମାଁ ଗଜଲକ୍ଷ୍ମୀ ପୂଜା କମିଟିର ନୂତନ କର୍ମକର୍ତ୍ତା ଚୟନ ବୁଧବାର ହୋଇ ଯାଇଛି l ସଭାପତି ଯୁଗଳ କିଶୋର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସର୍ବସମ୍ମତି କ୍ରମେ ସଭାପତି ଭାବେ କପିନ୍ଦ୍ର ରଣା, ସମ୍ପାଦକ ମହେଶ୍ୱର ଗହୀର, ଉପସଭାପତି ତପନ ମାଝୀ, ସହସମ୍ପାଦକ ରାମଚନ୍ଦ୍ର ରଣା ଓ କୋଷାଧକ୍ଷ ଭାବେ ସଂଜୀବ ରଣା (ଠାକୁର) ମନୋନୀତ ହୋଇଛନ୍ତି l ଏହି ଅବସରରେ ଚତୃଭୁଜ ରଣା, କ୍ଷେତ୍ରମଣି ରଣା, ବସନ୍ତ କୁମାର ସାହୁ, ଡମ୍ବରୁଧର ରଣା, ବିଶ୍ୱମ୍ବର ଭୋଇ, ବୁଲୁ ରଣା, ଡୋଳାମଣି ପଣ୍ଡିଆ, ରଶ୍ମିରଞ୍ଜନ ରଣା, ବିକାଶ ପୁରୋହିତ, ଦୀପକ ରଣାଙ୍କ ସମେତ ଅନେକ ସଦସ୍ୟ ଉପସ୍ଥିତ ରହିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଢେଙ୍କାନାଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ 

Sunil Chandra Nayak

ନାଟ୍ୟ ପଦଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ନୂତନ ଜିଲ୍ଲାପାଳ ଭାବେ ମନୋଜ ସତ୍ୟବାନ ମହାଜନଙ୍କ ଯୋଗଦାନ

masiha

Leave a Comment

error: Content is protected !!