ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼ ମହିଳା କଲେଜରେ ସାଇବର ଆଇନ ସଚେତନତା କାର୍ଯ୍ୟକ୍ରମ

ଧର୍ମଗଡ଼ ମହିଳା କଲେଜରେ ସାଇବର ଆଇନ ସଚେତନତା କାର୍ଯ୍ୟକ୍ରମ

ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ସରକାରୀ ମହିଳା କଲେଜରେ ଅତିରିକ୍ତ ଜିଲ୍ଲା ଜଜ୍ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ସାମାଜିକ ଗଣମାଧ୍ୟମ ମଞ୍ଚରେ ନିଜର ସୁରକ୍ଷା ତଥା ସାଇବର ଆଇନ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଚନ୍ଦନ ସେଠୀ, ବରିଷ୍ଠ ଓକିଲ ମିହିର ରଞ୍ଜନ ପଟ୍ଟଯୋଶୀ, ସଂଯୁକ୍ତା ପଣ୍ଡା, ହରୀଶ ଚନ୍ଦ୍ର ବାଗ, ଡିଗ୍ରି କଲେଜ ଅଧ୍ୟକ୍ଷା ମୂର୍ତ୍ତିମଞ୍ଜରୀ ପଣ୍ଡା ଓ ଯୁକ୍ତଦୁଇ ମହିଳା କଲେଜ ଅଧ୍ୟକ୍ଷା ପ୍ରିୟମ୍ବଦା ଚାନ୍ଦ ପ୍ରମୁଖ ମଞ୍ଚାସୀନ ଥିଲେ। ଅଧ୍ୟାପକ ବଙ୍କିମ ଚନ୍ଦ୍ର ମୁଣ୍ଡ ସଭ ପରିଚାଳନା କରିଥିବା ବେଳେ ଅଧ୍ୟାପକ ସଞ୍ଜୀବ ମୁଣ୍ଡ ଧନ୍ୟବାଦ ଦେଇଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପ୍ରଥମରୁ ଅଷ୍ଟମ ଛୁଆ ପାଠ ପଢୁଛନ୍ତି ଗୋଟିଏ କୋଠରୀରେ 

Sunil Chandra Nayak

ଆରିୟା ଗ୍ରୁପ୍ ଫାଉଣ୍ଡେସନ ପକ୍ଷରୁ ବିଜ୍ଞାନ ମେଳା

masiha

ପ୍ଲାଷ୍ଟିକ ବ୍ୟବହାର ନିରୁତ୍ସାହିତ କରିବା ଦିଗରେ ଅଭିନବ ପଦକ୍ଷେପ

masiha

Leave a Comment

error: Content is protected !!