ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୬ ଜନ୍ମଜୟନ୍ତୀ ଅବସରରେ ଧର୍ମଗଡ କୋର୍ଟ ପରିସରରେ ସଫେଇ କାର୍ଯ୍ୟକ୍ରମ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୬ ଜନ୍ମଜୟନ୍ତୀ ଅବସରରେ ଧର୍ମଗଡ କୋର୍ଟ ପରିସରରେ ସଫେଇ କାର୍ଯ୍ୟକ୍ରମ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୬ ଜନ୍ମଜୟନ୍ତୀ ଅବସରରେ ଧର୍ମଗଡ କୋର୍ଟ ପରିସରରେ ମାନ୍ୟବର ବିଚାରପତି ମାନଙ୍କ ଦ୍ୱାରା ସ୍ଵଚ୍ଛତା ହିଁ ସେବା କାର୍ଯକ୍ରମ ଅନୁଷ୍ଠିତ ହୋଇଥଲା।

ମାନ୍ୟବର ଅତିରିକ୍ତ ଦୌରା ଜଜ୍ ସୁରେଶ ଚନ୍ଦ୍ର ପ୍ରଧାନ, ଦେୱାନି ବିଚାରପତି ଶ୍ରୀମତୀ ଇଫ୍ସି ମହାନ୍ତି, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶ୍ରୀଚନ୍ଦନ ସେଠୀ ଓକିଲ ସଂଘ ସଭାପତି ତୁଷାର ରଞ୍ଜନ ପଟ୍ଟଯୋଶୀ, ତାଲୁକ୍ ଆଇନ ସେବା ସମିତି ର ସଦସ୍ୟା ଆଇନଜୀବୀ ଶ୍ରୀମତୀ ସଂଯୁକ୍ତା ପଣ୍ଡା ଉପସ୍ଥିତ ରହି କୋର୍ଟ ପରିସର ସଫା କରି କରିଥଲେ।ଧର୍ମଗଡ କୋର୍ଟ ର ଅନ୍ୟାନ୍ୟ କର୍ମଚାରୀ ମଧ୍ଯ ଉପସ୍ଥିତ ରହି ସଫେଇ କାର୍ଯ୍ୟ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଆମପାଣି ଗ୍ରାମ ପଞ୍ଚାୟତରେ ଯୁଗ୍ମ ଜନଶୁଣାଣି ଶିବିର 

ତେଲିବନ୍ଧ ଉଚ୍ଚ ବିଦ୍ୟାଳୟ ରେ 77ତମ ସ୍ୱାଧୀନତା ଦିବସ ପାଳନ

masiha

ଅକ୍ଷୟ ତୃତୀୟାରେ ମହିସ୍କୁଦର ଗାଁ ରେ ଶତାଧିକ ଚାଷୀଙ୍କୁ ନେଇ ବ୍ଲକସ୍ତରୀୟ ଅଖିମୁଠି ଅନୁକୂଳ

Sunil Chandra Nayak

Leave a Comment

error: Content is protected !!