ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପୂର୍ତ୍ତ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ଶପଥ ପାଠ 

ପୂର୍ତ୍ତ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ଶପଥ ପାଠ 

କାମାକ୍ଷାନଗର (ମନିସ )28/10/24 // କାମାକ୍ଷାନଗର ପୂର୍ତ୍ତ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଜୟ କୁମାର ସେଠି ଉପସ୍ଥିତ ସଦସ୍ୟମାନଙ୍କୁ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଦୁର୍ନୀତି ନିବାରଣ ସଂକ୍ରାନ୍ତରେ ଏକ ଶପଥ ପାଠ କରାଇଥିଲେ l ଏଥିରେ ସହକାରୀ ଯନ୍ତ୍ରୀ ଅଚ୍ୟୁତାନନ୍ଦ ମଲ୍ଲିକ,ପ୍ରଦୀପ୍ତ କିଶୋର ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ  ।

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ବହୁ ଚର୍ଚ୍ଚିତ ବନ୍ୟା ପାଣିରେ ଭାସିଯାଇଥିବା ଖବର କାଗଜ ବିକ୍ରେତାଙ୍କ ମୃତଦେହ ଉଦ୍ଧାର

Sunil Chandra Nayak

ସାପ କାମୁଡାରେ ସାପ ଧରାଳି ଗୁରୁତର

Sunil Chandra Nayak

ଚନ୍ଦ୍ରଯାନ -୩ ଅନ୍ୟତମ ମଙ୍ଗୁଆଳ ଭୁବନ ମାଟିର ଡ.ଶରତ ଦାଶ ଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା

masiha

Leave a Comment

error: Content is protected !!