ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ଦୁର୍ନିତି ନିବାରଣ ସପ୍ତାହ ପାଳିତ

ତେରେସିଂହାରେ ଦୁର୍ନିତି ନିବାରଣ ସପ୍ତାହ ପାଳିତ

 କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ କୌଶିକ ବାବା ଯୁକ୍ତ ତିନି ମହାବିଦ୍ୟାଳୟ ତେରେସିଂହା ଠାରେ ଦୁର୍ନିତି ନିବାରଣ ସପ୍ତାହ ପାଳିତ ହୋଇ ଯାଇଛି l ଏହି ଅବସରରେ N.S.S. ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କଲେଜର N.S.S କାର୍ଯ୍ୟକ୍ରମ ଅଧିକାରୀ ରବି ମାଝୀଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟାପକ ମାନସ ରଂଜନ ବାଗ, ଗ୍ରନ୍ଥାଗାର ବସନ୍ତ କୁମାର ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ କାର୍ଯ୍ୟକ୍ରମର ଉଦେଶ୍ୟ ସଂପର୍କରେ ଅବଗତ କରିଥିଲେ l ଏହି କାର୍ଯ୍ୟକ୍ରମରେ ଚମ୍ପୁଲାଲ୍ ରଣା ଡଲେଶ୍ଵର ରଣା, ପ୍ରଦୀପ ଭୋଇ ଉପସ୍ଥିତ ରହି ସହଯୋଗ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ରାଜୀବ ଗାନ୍ଧିଙ୍କ ୮୦ତମ ଜନ୍ମ ଜୟନ୍ତୀ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ

masiha

ପୁରୀରେ ଓଡିଶା ସର୍ଭିସ ସେଣ୍ଟର ଫର ଦି ଦିବ୍ୟାଙ୍ଗ ପିପୁଲସ ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନର ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ ଓ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଉଦଘାଟିତ

Sunil Chandra Nayak

ଅଙ୍ଗନବାଡ଼ି କର୍ମୀ ଙ୍କ ବିୟୋଗ ଅଞ୍ଚଳରେ ଶୋକର ଛାୟା

Sunil Chandra Nayak

Leave a Comment

error: Content is protected !!