ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲୁକା କଳାରେ ସହିଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲୁକା କଳାରେ ସହିଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

କର୍ଲାମୁଣ୍ଡା: ସହିଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଂଚାୟତ ଅନ୍ତର୍ଗତ ଡଙ୍ଗରମୁଣ୍ଡା ଗ୍ରାମର ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁ ବାଲୁକାରେ ସହିଦ ବିର୍ସା ମୁଣ୍ଡାଙ୍କ ପ୍ରତିଛବି ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜଣେଇଛନ୍ତି l ଶ୍ରୀ ସାହୁ ବିଭିନ୍ନ ସମୟରେ ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ବାଲୁକା କଳା ପ୍ରଦର୍ଶନ କରି ବେଶ ଖ୍ୟାତି ଲାଭ କରିଛନ୍ତି l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ପି ଆଇ କଲେଜ ର ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦଘାଟିତ

Sunil Chandra Nayak

ଗଦାଗଦା ପ୍ରତିଶ୍ରୁତି, ଦାବି ପୂରଣ ଶୂନ୍‌ , ଆଉ କେତେ ଦିନ ଅପେକ୍ଷା କରିବେ ଲାଞ୍ଜିଗଡ଼ବାସୀ

masiha

ଅମିଶା କର ନିଟରେ ଟପ୍ପର, ଏମବିଏରେ ଗୋଲ୍ଡମେଡାଲ୍ କୃତିତ୍ବ ଲାଭ ପରେ ଶୁଭେଚ୍ଚାର ସୁଅ ଛୁଟୁଛି

masiha

Leave a Comment

error: Content is protected !!