ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଲ୍ ଓଡିଶା ଇ.ପି.ଏଫ ପେନସନ୍ ଆସୋସିଏସନ୍ ତରଫରୁ ନବରଙ୍ଗପୁର ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ 

ଅଲ୍ ଓଡିଶା ଇ.ପି.ଏଫ ପେନସନ୍ ଆସୋସିଏସନ୍ ତରଫରୁ ନବରଙ୍ଗପୁର ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ 

ନବରଙ୍ଗପୁର : (17/11/2024)(ରବି ନାରାୟଣ ମହାନ୍ତି) ଆଜି ଅଲ୍ ଓଡିଶା ଇ.ପି.ଏଫ ପେନସନ୍ ଆସୋସିଏସନ୍ ନବରଙ୍ଗପୁର ଶାଖା ତରଫରୁ ନବରଙ୍ଗପୁର ଜିଲ୍ଲାପାଳ ଙ୍କୁ ୪ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି ! ସେମାନଙ୍କର ଦାବି ହେଲା:—

୧) ସର୍ବନିମ୍ନ ମାସିକ ପେନସନ ୯୦୦୦/- ଟଙ୍କାକୁ ବୃତି

୨) ପେନସନ ସ‌ହ ମହଙ୍ଗା ବାର୍ତା ପ୍ରଦାନ କରିବା ୩ ) ବିନା ହରକତରେ ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ବର୍ଷିତ ପେନସନ l୪) ସମସ୍ତ ଇ.ପି.ଏଫ୍. ପେନସନ୍ ଭୋଗି ଙ୍କୁ ବରିଷ୍ଠ ନାଗରିକମାନଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରିବା ଦାବିରେ ନବରଙ୍ଗପୁର ଶାଖା ଅଲ ଓଡିଶା ଇ.ପି.ଏଫ ପେନସନର୍ସ ଆସୋସିଏନ ର ନବରଙ୍ଗପୁର ଜିଲ୍ଲା ସଭାପତି ଇଶ୍ଵର ରାଉତ, ସମ୍ପାଦକ ଲଛମନ ପାଇକ, ସଭ୍ୟ ମନୋଜ କୁମାର କୋରାଟୀ, ବାସୁଦେବ ପାଇକ, ଶ୍ୟାମ ମାଳି, ରମେଶ ଚନ୍ଦ୍ର ଦାସ, ମୁକ୍ତା ସୌରା, ଶିବ ପ୍ରସାଦ ପଟ୍ଟନାୟକ, ଚନ୍ଦ୍ର ମାଳି, ଡମ୍ବରୁ ମାଝୀ, ଦୁଲ ଭତରା, ଭୁବନେଶ୍ଵର ମାଳି ଏବଂ ବହୁ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ । ( ମ ନି ସ ) 

Related posts

ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡ ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

ସରକାରୀ ଉଚ୍ଚ ବିଦ୍ୟାଳୟରେ “ଚାଲ କଥା ହେବା ” କାର୍ଯ୍ୟକ୍ରମ ର ହେଲା ଶୁଭାରମ୍ଭ 

Sunil Chandra Nayak

୧- ଛଦେଶ ଅଞ୍ଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍ କାଟ,ବଢୁଛି ଅସନ୍ତୋଷ , ୨- କାମାକ୍ଷାନଗର ରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ , ୩- ବିଦ୍ୟୁତ୍ ସ୍ବାଡ୍‌ର ଚଢ଼ଉକୁ ନେଇ ଉତ୍ତେଜନା , ୪- କାମାକ୍ଷାନଗର ମହାବିଦ୍ୟାଳୟ ପକ୍ଷରୁ ସାମ୍ୱାଦିକ ଗୌରବ ଗିରିଶ ନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ , ୫-ଢେଙ୍କାନାଳ ସହରରେ ବୋମାମାଡ଼ ଘଟଣା ଦୁଇ ସାହି ମଧ୍ୟରେ ଚାପା ଉତ୍ତେଜନା , ୬- ଶାମାଚରଣପୁର ଓଭରବ୍ରିଜ୍ ବାଡ଼ରେ ପିଟିହୋଇ ବାଇକ ଚାଳକ ମୃତ ,୭- ଆଉ କିଛି ଦିନ ପରେ ଗଣେଶ ପୂଜା ଥିବାରୁ ମୂର୍ତ୍ତି କାରିଗରମାନେ ଗଣେଶ ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ , ୮- ସାମ୍ବାଦିକ ଗୌରବ ଗିରୀଶ ଚନ୍ଦ୍ର ନନ୍ଦଙ୍କ ଶ୍ରାଦ୍ଧ ଦିବସ ପାଳିତ 

Sunil Chandra Nayak

Leave a Comment

error: Content is protected !!