ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ତମାଖୁ ମୁକ୍ତ ଅଭିଯାନ

ତମାଖୁ ମୁକ୍ତ ଅଭିଯାନ

 ଜୁନାଗଡ଼ (ମ ନି ସ):-କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଚପୁରିଆ ପକ୍ଷରୁ ତମାଖୁ ମୁକ୍ତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ସାରା ଭାରତରେ ତମାଖୁ ସେବନ କରି ପ୍ରତି ବର୍ଷ କର୍କଟ, ହୃଦରୋଗ, ଶ୍ୱାସଜନିତ ରୋଗ, ମଧୁମେହ,ମସ୍ତିଷ୍କାଘାତ ଆଦି ରୋଗରେ ପୀଡିତ ହୋଇ ୨୮ ଲକ୍ଷ୍ୟରୁ ଉର୍ଦ୍ଧ୍ୟ ବ୍ୟକ୍ତି ମୃତ୍ୟୁ ମୁଖରେ ପଡୁଛନ୍ତି । ତମାଖୁ କିପରି ନିୟନ୍ତ୍ରଣ ହେବ ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅଭିଯାନ କାର୍ଯ୍ୟକ୍ରମ ଜାରିରହିଛି। ଉକ୍ତ ଅଭିଯାନ ମାଧ୍ୟମରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ବ୍ଲକର ବିଭିନ୍ନ ଗ୍ରାମଗୁଡିକରେ ବୁଲି ବୁଲି ସଚେତନ କରାଯାଉଛି। ଏହା ଦ୍ୱାରା ଅନେକ ନିଶାଦ୍ରବ୍ୟ ସେବନ କରୁଥିବା ବ୍ୟକ୍ତି ଉପକୃତ ହୋଇ ପାରିବେ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।

ଜଗ ଜୀବନ ସା ଙ୍କ ରିପୋର୍ଟ୍ 

Related posts

ଶସ୍ତା ହେଲା ଖାଇବା ତେଲ,ଖାଉଟିଙ୍କୁ ସାମାନ୍ୟ ଆଶ୍ୱସ୍ତି

Sunil Chandra Nayak

ଜୟପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ବିଶ୍ବ ସ୍ତନ୍ଯପାନ ସପ୍ତାହ ପାଳିତ

Sunil Chandra Nayak

Leave a Comment

error: Content is protected !!