ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ 

ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ 

ଜୁନାଗଡ଼୨୫/୧୧ (ମନୀସ) ଜୁନାଗଡ଼ ସ୍ଥିତ ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ନେପାଳ ଚନ୍ଦ୍ର ବାଗ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ବିରୁପାକ୍ଷ ନାଏକ ଯୋଗଦାନ କରିଥିବାବେଳେ ସମ୍ମାନିତ ଅତିଥି ଭାବେ ଜୁନାଗଡ଼ ସରକାରୀ ହାଇସ୍କୁଲ ର ପୁରାତନ ଛାତ୍ର ସଂସଦ ସଭାପତି ସନ୍ତୋଷ କୁମାର ସିଂହଦେଓ, ବରିଷ୍ଠ ସାମ୍ବାଦିକ ନରେନ୍ଦ୍ର କ୍ଷିତି, ସୁନ୍ଦରମୋହନ ଛତ୍ରୀଆ ପ୍ରମୁଖ ଉପସ୍ଥିତ ଥିବା ବେଳେ ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ମନୋଜ ନାଏକ ଓ ସସ୍ମିତା ପ୍ରଧାନ l

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁର ମାରଓ୍ବାଡି ଯୁବମୋର୍ଚ୍ଚା ତରଫରୁ ପ୍ରତିମାସ ଅମାବାସ୍ୟାରେ ଅନ୍ନ ସେବା ଵଣ୍ଟନ

Sunil Chandra Nayak

ଝରିଗାଁ ବ୍ଲକ ସମିତି ସଭ୍ୟଙ୍କ ଦ୍ବାରା ଦାବିପତ୍ର ପ୍ରଦାନ

masiha

ବଡଧାରପୁରରେ ମିଶନ ଶକ୍ତି ଗୃହ ଉଦ୍ଘାଟିତ

Sunil Chandra Nayak

Leave a Comment

error: Content is protected !!