ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆଦିବାସୀ କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକାଙ୍କ ବିଷମ କଟକ ସହର ଗସ୍ତ

ବିଷମ କଟକ- ତା ୨୦/୦୪ ରିଖରେ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକାଙ୍କ ବିଷମ କଟକ ସହର ଗସ୍ତ ।

ରାୟଗଡା ଜିଲ୍ଲାରେ ଖେଳର ଉନ୍ନତି କରିବା ଲକ୍ଷ୍ୟରେ ଓ ଯୁବ ଗୋଷ୍ଟିକୁ ସୁସ୍ଥ ରହିବାର ମୂଳ ମନ୍ତ୍ର ଦେବାଲାଗି । ବିଷମ କଟକ ସହର ମା ମର୍କମା ମହାବିଦ୍ୟାଳୟରେ ଆରମ୍ଭ ହେଇ ଯାଇଚି ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଆୟୋଜନ ହୋଇଯାଇଛି।

ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଜଗନ୍ନାଥ ସାରକା ଯୋଗଦାନ କରି, ଟୁର୍ଣ୍ଣାମେଣ୍ଟର ଉଧ୍ଘଟାନ କରିଥିଲେ। ତା ସହ ଖେଳାଳୀ ମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ପରାମର୍ଶ ଦେଇଥିଲେ।

ରାୟଗଡା ରୁ ଯୁଗଳ କିଶୋର ଜେନାଙ୍କ ରିପୋର୍ଟ।

Related posts

ବେକରେ ଓଢଣି ବାନ୍ଧି ଯୁବକ ଙ୍କ ଆତ୍ମହତ୍ୟା

Sunil Chandra Nayak

କବି ରାମଚନ୍ଦ୍ର ମହାନ୍ତି ଙ୍କ କବିତା ଅକ୍ଷୟ ତୃତୀୟା

କଂଗ୍ରେସ ଅଧକ୍ଷ ପାର୍ଥି ପ୍ରଭାତ ଦାଶ ଙ୍କ ପ୍ରଚାର ଧୂଆଁଧାର

Sunil Chandra Nayak

Leave a Comment

error: Content is protected !!