ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଆଜି ତା-୦୩.୧୨.୨୦୨୪ ରିଖ ଢେଙ୍କାନାଳ ଜିଲ୍ଲା ସ୍ଥିତ ଗନ୍ଦିଆ ବ୍ଲକ୍ ଲାଉଲଇ ଠାରେ ସ୍ଵେଚ୍ଛାସେବୀ ସଂଗଠନ “ପ୍ରିୟ” ଓ ନେହେରୁ ଯୁବ କେନ୍ଦ୍ର ଢେଙ୍କାନାଳ ମିଳିତ ସହଯୋଗ ରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଅଛି। ଏଥିରେ “ପ୍ରିୟ” ର ନିର୍ଦ୍ଦେଶକ ଟଙ୍କଧର ବାରିକ ଭିନ୍ନକ୍ଷମ ଶିଶୁ ମାନଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନ ନେବା ପାଇଁ ଅଭିଭାବକ ମାନଙ୍କୁ ପରାମର୍ଶ ଦେଇଥିଲେ।ଉକ୍ତ ସଭାରେ ଫିଜିଓଥେରାପିଷ୍ଟ ସାହିଲ୍ ଆଫ୍ରିଡ୍ ଯୋଗଦେଇ ପିଲାମାନଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ ଓ CP ପିଲାଙ୍କ ମାଆ ମାନଙ୍କୁ ଉଚିତ୍ exercise କରିବାକୁ ପରାମର୍ଶ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଇଲନପ୍ରଭା ସେନାପତି , ସୌଭାଗ୍ୟଲକ୍ଷ୍ମୀ ତରାଇ, ସ୍ୱାଗତିକା ରାଉତ, ଅନ୍ନପୂର୍ଣା ଧଳ, ସୋନାଲି ଧଳ, କୁସୁମିତା ବାଗ, ପର୍ଶୁରାମ ଦାସ ପ୍ରମୁଖ ପରିଚାଳନା କରିଥିଲେ।

ଶୁଭମ୍ ପାଣି ଙ୍କ ରିପୋର୍ଟ୍ 

Related posts

ଆଦିବାସୀ ମାନଙ୍କ ଜନ ଗର୍ଜନ ସମାବେଶ , ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ଗଣ ବିକ୍ଷୋଭ ଓ ଧାରଣା 

masiha

ଅଙ୍ଗନବାଡି କେନ୍ଦ୍ର ରେ ତାଲା ପକାଇରଖିଲେ ଗ୍ରାମବାସୀ

masiha

ଜିଲ୍ଲାପାଳଙ୍କୁ ଭାବବିହ୍ୱଳ ବିଦାୟ କାଳୀନ ସମ୍ବର୍ଦ୍ଧନା

masiha

Leave a Comment

error: Content is protected !!