ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ନୂଆପଡ଼ା ଜିଲ୍ଲା ହିନ୍ଦୁ ଏକତା ମଞ୍ଚ ପକ୍ଷ ରୁ ବଙ୍ଗଳାଦେଶ ରେ ହିନ୍ଦୁଙ୍କ ପ୍ରତି ଅତ୍ୟାଚାର ଏବଂ ଅନ୍ୟାୟ ବିରୁଦ୍ଧ ରେ ଏକ ବିକ୍ଷୋଭ ସଭା, ଜିଲ୍ଲାପାଳଙ୍କ ଜରିଆରେ ଦାବୀପତ୍ର 

ନୂଆପଡ଼ା ଜିଲ୍ଲା ହିନ୍ଦୁ ଏକତା ମଞ୍ଚ ପକ୍ଷ ରୁ ବଙ୍ଗଳାଦେଶ ରେ ହିନ୍ଦୁଙ୍କ ପ୍ରତି ଅତ୍ୟାଚାର ଏବଂ ଅନ୍ୟାୟ ବିରୁଦ୍ଧ ରେ ଏକ ବିକ୍ଷୋଭ ସଭା, ଜିଲ୍ଲାପାଳଙ୍କ ଜରିଆରେ ଦାବୀପତ୍ର 

ନୂଆପଡା,ନୂଆପଡ଼ା ଜିଲ୍ଲା ହିନ୍ଦୁ ଏକତା ମଞ୍ଚ ପକ୍ଷ ରୁ ବଙ୍ଗଳାଦେଶ ରେ ହିନ୍ଦୁଙ୍କ ପ୍ରତି ଅତ୍ୟାଚାର ଏବଂ ଅନ୍ୟାୟ ବିରୁଦ୍ଧ ରେ ଏକ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଯାଇଅଛି। ଏହି ଉପଲକ୍ଷେ ଏକ ଶୋଭାଯାତ୍ରା ନୂଆପଡ଼ା ନଗର ପରିକ୍ରମା କରିଅଛି। ରାମ ମନ୍ଦିର ଠାରୁ ଶୋଭାଯାତ୍ରା ବାହାରି ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲା। ସେଠାରେ ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଜରିଆରେ ଦାବୀ ପତ୍ର ପ୍ରଦାନ କରିଛନ୍ତି।ଏହି ଉପଲକ୍ଷେ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଅଛି। ସଭା ରେ ହେମନ୍ତ କୁମାର ଦଣ୍ଡସେନା ମଞ୍ଚ ପରିଚାଳନା କରିଥିବା ବେଳେ ଆଚାର୍ଯ୍ୟ ଦିଲୀପ କୁମାର ଜିଜ୍ଞାସୁ, କୁଞ୍ଜ ଦେବ ମନସୀ, ପୁଷ୍ତମ୍ ସୁନାନୀ, ହେତୁରାମ ଚନ୍ଦ୍ରକାର, ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ପ୍ରଶନ୍ନ ପାଢୀ, ସୁବ୍ରତ ଠାକୁର, ଅଭିନନ୍ଦନ ପଣ୍ଡା, ବିନୋଦ ଅଗ୍ରୱାଲ, ସଂଜୟ ତିୱାରୀ, ଯଦୁମଣି ପାଣିଗ୍ରାହୀ, ସୁଶିଲ ଅଗ୍ରୱାଲ, ଖରୀଆର ରୋଡ ନଗର ଅଧ୍ୟକ୍ଷା ସୋନିଆ ଜୈନ୍ ସମେତ ବହୁ ହିନ୍ଦୁ ଯୋଗ ଦେଇଥିଲେ। ଗୁରୁକୂଳ ଆମସେନା ଏବଂ ଗୁରୁକୂଳ ଆଶ୍ରମ ହରିପୁର ଅନ୍ତେବାସୀ ଯୋଗ ଦେଇଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

କଂଗ୍ରେସ ବିଧାୟକ ବିଜୟର ଉତ୍ସାହ ପର୍ବ 

masiha

କଂଗ୍ରେସ ଦଳ ବିଧାୟକ ପ୍ରାର୍ଥୀ ଙ୍କ ପଞ୍ଚାୟତ ରେ କର୍ମୀ ସମ୍ମଳନୀ ଓ ମିଶ୍ରଣ ପର୍ବ

masiha

ସାହାଡ ମଣ୍ଡଳ ବିଜେପିର ମହା ଜନସମ୍ପର୍କ ଅଭିଯାନ ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!