ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ରୁଦ୍ର ପ୍ରସାଦ ସାହୁ ମେମୋରିଆଲ ଜୁନାଗଡ଼ କପ ଭବାନୀପାଟଣା କୁ ହରାଇ ଜୁନାଗଡ଼ ବିଜୟୀ

ରୁଦ୍ର ପ୍ରସାଦ ସାହୁ ମେମୋରିଆଲ ଜୁନାଗଡ଼ କପ ଭବାନୀପାଟଣା କୁ ହରାଇ ଜୁନାଗଡ଼ ବିଜୟୀ 

ଜୁନାଗଡ଼୧୪/୧୨(ମନୀ ସ) -ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିଅମ ଠାରେ ରୁଦ୍ର ପ୍ରସାଦ ସାହୁ ମେମୋରିଆଲ ଜୁନାଗଡ଼ କପ କ୍ରିକେଟ ଦ୍ୱିତୀୟ ଦିନ ଭବାନୀପାଟଣା କେ ଡି ସି ଏ ଟସ ଜିତି ବ୍ୟାଟିଂ କରି ୨୮ ଓଭର ୪ ବଲ ରେ ୧୩୯ ରନ ସଂଗ୍ରହ କରିଥିଲେ l ଜବାବ ରେ ଜୁନାଗଡ଼ ଏନ ଆର ଏସ ଏସ ସି ୨୪ ଓଭର ୨ ବଲ ରେ ୮ ଉଇକେଟ ହରାଇ ସମସ୍ତ ରନ ସଂଗ୍ରହ କରି ବିଜୟୀ ହୋଇଥିଲେ l ମେନ ଅଫ ଦି ମ୍ୟାଚ ଅର୍ପିତ ମହାନ୍ତି ପାଇ ଥିଲେ l ନିୟୁ ରେଡ ଷ୍ଟାର ସ୍ପୋର୍ଟ୍ସ କ୍ଲବ ଦ୍ୱାରା ଆୟୋଜିତ ଏହି ଟୁର୍ନାମେଣ୍ଟ ରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଶୈଳେଶ ସାହୁ ଓ ଡାକ୍ତର ଭଗବାନ ପଣ୍ଡା ଉପସ୍ଥିତ ଥିଲେ l ଦିପେନ ସାହୁ ଓ ବିପ୍ଳବ ସିଂ ଖେଳ ପରିଚାଳନା କରିଥିବା ବେଳେ ଧାରlବିବରଣି ସୁରେଶ ବାଗ ମାନସ ସାହୁ ବିଶ୍ୱ ସାହୁ ଓ ସନ୍ତୋଷ ପୃଷ୍ଟି କରିଥିଲେ, ମୁକେଶ ପୋଡ଼ ସ୍କୋରର ଦାୟିତ୍ୱ ନେଇଥିଲେ ହାସୀମ ଖାନ ଅନଲାଇନ ସ୍କୋର ଦାଇତ୍ୱ ନେଇଥିଲେ l ଆଜିର ଖେଳ ରେ କ୍ଲବସଭାପତି ହିମାଂଶୁ ଶେଖର ବରାଡ଼ ଉପ ସଭାପତି ସରୋଜ କୁମାର ପଣ୍ଡା, ସମ୍ପାଦକ କାଳିନ୍ଦୀ ପାଣିଗ୍ରାହୀ ଅର୍ଗାନlଇଜ ସମ୍ପାଦକ ମାନସ ସାହୁ ସହ ସମ୍ପାଦକ କଂନେଇ ରାହୁଲ, ସୁଶୀଲ ଠାକୁର, କୋଷାଧକ୍ଷ ଦିଲୀପ ପଣ୍ଡା, ତୁଳସୀ ପଟ୍ଟନାୟକ, ରମଣୀ ପଣ୍ଡା, ପପୁ ପଣ୍ଡା, ସୁଜିତ ପଣ୍ଡା, ପ୍ରଭୁଦତ୍ତ ପଣ୍ଡା, ଅଶୋକ ପଟନାୟକ ସରପଞ୍ଚ ଦିବ୍ୟ ଦୀପ, ଦୀପକ ସାହୁ,କଳିଙ୍ଗ ସାହୁ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ lଆସନ୍ତା କଲି ପାଟଣାଗଡ଼ ସହ ଜୟପୁର ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କ୍ଲବ ତରଫରୁ ସୂଚନା ଦିଆ ଯାଇଛି l

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦଯାପିତ , ମୁନିଗୁଡ଼ାକୁ ହରାଇ ଜୟପାଟଣା ବିଜୟୀ

Sunil Chandra Nayak

୧୩ ତମ ୨ ଦିନିଆ ଫୁଟବଲ ଟୁର୍ନାମେଣ୍ଟ ୨0 ୨ ୫ ଅନୁଷ୍ଠିତ : ମହାରାଣୀ ସୁସାର ୟୁଥ କ୍ଲବ 

Sunil Chandra Nayak

କୋକସରା ଠାରେ ଦ୍ଵି ଦିବସୀୟ ଅଳଇଣ୍ଡିଆ ଫ୍ଲଡ଼ ଲାଇଟ ଭଳିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ 

Sunil Chandra Nayak

Leave a Comment

error: Content is protected !!