ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାଗୁଗୁଡା ପଞ୍ଚାୟତ ସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଅନୁଷ୍ଠିତ 

ଜାଗୁଗୁଡା ପଞ୍ଚାୟତ ସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଅନୁଷ୍ଠିତ 

ବନ୍ଧୁଗାଁ ତା, ୧୬/୧୨/୨୪,ଆଜି ପୂର୍ବାହ୍ନରୁ ଅପରାହ୍ନ ପର୍ଯ୍ୟନ୍ତ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନ୍ଧୁଗାଁ ବ୍ଲକର ଜାଗୁଗୁଡା ଗ୍ରାମପଞ୍ଚାୟତ ର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ମୋଟ ୬ଟି ଅଭିଯୋଗ ଶୁଣାଣି ହୋଇଛି । ଉକ୍ତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ବନ୍ଧୁଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଭିନାଶ ବିଶ୍ବଜିତ ସେଠୀ, ପିଓ ଅର୍ଜୁନ କୁମାର ଖେମୁଣ୍ଡୁ, ସିଡିପିଓ ଗୀତାଞ୍ଜୋଲି ମହାରଣା, ସମିତି ସଭ୍ୟ ଦାସ ହୁଇକା, ଜିପିଈଓ ଅକ୍ଷୟ କୁମାର ପ୍ରଧାନ, ଶିଶୁ ବିକାଶର ସୁପର ବାଇଜର ଲିଲି ପଣ୍ଡା, ପ୍ରମୁଖ ଉପସ୍ଥିତ ଥିଲେ ।

   ସଞ୍ଜୀବ କୁମାର ବାଙ୍ଗାରି ରିପୋର୍ଟର 

Related posts

ଶ୍ରଦ୍ଧା ଫାଉଣ୍ଡେସନରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି 

masiha

ରାଇରଙ୍ଗପୁରରେ ବ୍ଳକ ସ୍ତରୀୟ ମିଶନ ଶକ୍ତି ଓଡ଼ିଆ କବି ସମ୍ମିଳନୀ 

masiha

ଉତ୍କଳ ଆଲୁମିନା ପକ୍ଷରୁ ରୋଷ୍ଟେଡ ମାଣ୍ଡିଆ ୟୁନିଟ୍ ଉଦଘାଟିତ . ମାଣ୍ଡିଆ ପ୍ରକ୍ରିାକରଣ ଜରିଆରେ ମହିଳା ହେବେ ସ୍ବାବଲମ୍ବୀ 

Sunil Chandra Nayak

Leave a Comment

error: Content is protected !!