ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜୁନାଗଡ ଡାକ୍ତରଖାନା କୁ ଉପଖଣ୍ଡ ଚିକିତ୍ସାଲୟ ଦାବୀ ନେଇ ସଚେତନ ନାଗରିକ କମିଟି ପକ୍ଷ୍ୟରୁ ସ୍ଵସ୍ଥ୍ଯ ମନ୍ତ୍ରୀ ଙ୍କୁ ଦାବିପତ୍ର 

ଜୁନାଗଡ ଡାକ୍ତରଖାନା କୁ ଉପଖଣ୍ଡ ଚିକିତ୍ସାଲୟ ଦାବୀ ନେଇ ସଚେତନ ନାଗରିକ କମିଟି ପକ୍ଷ୍ୟରୁ ସ୍ଵସ୍ଥ୍ଯ ମନ୍ତ୍ରୀ ଙ୍କୁ ଦାବିପତ୍ର 

ଜୁନାଗଡ ୧୯/୧୨(ମ ନି ସ) ଜୁନାଗଡ ସଚେତନ ନାଗରିକ କମିଟି ପକ୍ଷ୍ୟରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଆଜି ଜୁନାଗଡ ସହର ସ୍ଥିତ ଆର୍ ଏମ୍ ସି ପ୍ରାଙ୍ଗଣ ରେ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିଲେ l ଜୁନାଗଡ ଡ଼ାକ୍ତର ଖାନl ରେ ଖାଲି ଥିବା ସମସ୍ତ ଡାକ୍ତର ପଦବୀ ପୂରଣ ସହ ଜୁନାଗଡ ଡ଼ାକ୍ତର ଖାନl କୁ ସବ୍ ଡିଭିଜନଲ ବା ଏରିଆ ହସ୍ପିଟାଲ, ରକ୍ତ ଭଣ୍ଡାର ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ଦାବିପତ୍ର ପ୍ରଦାନ କରିଥିଲେ l 

ଏଥିରେ ଜୁନାଗଡ ସଚେତନତ ନାଗରିକ ମଞ୍ଚ ର ପ୍ରଭାତ ଦାସ, ସନ୍ତୋଷ ସିଂହଦେଓ, ଦାମ ବେହେରା, କୁମ୍ବଲେ ପାଣିଗ୍ରାହୀ, ରଶ୍ମି ନାଏକଙ୍କ ସମେତ ସହରବାସୀ ପ୍ରମୁଖ ଉପସ୍ଥିତ ରହି ଦାବିପତ୍ର ପ୍ରଦାନ କରିଥିଲେ l

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ଟାଟା ପାଓ୍ବାର ଦ୍ବାରା ପ୍ରତାରିତ ହେଉଛନ୍ତି ବିଦ୍ୟୁତ କର୍ମଚାରୀ , ସମସ୍ୟାର ସମାଧାନ ନେଇ ଜଣାଇଲେ ୧୧ଦଫା ଦାବି , ଦାବି ପୁରଣ ନହେଲେ ଆନ୍ଦୋଳନର ଚେତାବନୀ

ଅପରିଚିତ ବାଳକ ଉଦ୍ଧାର 

Sunil Chandra Nayak

ଡାକ୍ତରୀ ପିଜି ପରୀକ୍ଷାର ପ୍ରଶ୍ନ ପତ୍ର ଲିକ୍ ଘଟଣାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲା ମାନବ ଅଧିକାର ସୁରକ୍ଷା ମଞ୍ଚ  ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ସହ ସିସି କ୍ୟାମେରା ସଂଯୋଗ କରଯାଉ

Sunil Chandra Nayak

Leave a Comment

error: Content is protected !!