ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ଖଇରା ଗ୍ରାମ ପଞ୍ଚାୟତ ରେ ପ୍ରବାସୀ ଶ୍ରମିକ ନିରାକରଣ ନେଇ ସଚେତନ ସଭା 

ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ଖଇରା ଗ୍ରାମ ପଞ୍ଚାୟତ ରେ ପ୍ରବାସୀ ଶ୍ରମିକ ନିରାକରଣ ନେଇ ସଚେତନ ସଭା 

ନୂଆପଡା,ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ଖଇରା ଗ୍ରାମ ପଞ୍ଚାୟତ ରେ ପ୍ରବାସୀ ଶ୍ରମିକ ନିରାକରଣ ନେଇ ସଚେତନ ସଭା ଅନୁଷ୍ଠିତ ହୋଇଯାଇଅଛି।ଏହି ସଭାରେ ଜିଲ୍ଲାପାଳ ମଧୁସୂଦନ ଦାସ ଯୋଗ ଦେଇ ନିଜ ଗ୍ରାମ, ନିଜ ପଞ୍ଚାୟତ ରେ ଲକ୍ଷ ପତି ବନିବା ସୁଯୋଗ ରହିଥିବା ବେଳେ ଏହାର ସୁବିଧା ନେବା ପାଇଁ ଶ୍ରମିକ ମାନଙ୍କୁ ଆହ୍ବାନ କରିଛନ୍ତି। ନିଜ ପରିବାର ରେ ୩୦୦ ଦିନ କାର୍ଯ୍ୟ କରି ନିର୍ମାଣ ଶ୍ରମିକ ସହାୟତା ମଧ୍ୟ ଲାଭ ନେଇ ପାରିବେ ବୋଲି ପ୍ରକାଶ କରିଛନ୍ତି। ଏହି ଅବସରରେ ଜଙ୍ଗଲ ଜମି ପଟ୍ଟା ମଧ୍ୟ ପ୍ରଦାନ କରିଛନ୍ତି। ସଭାରେ ଖଡିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଅତିରିକ୍ତ ଏସପି ଇନ୍ଦ୍ରମଣି ବେହେରା, ସରପଞ୍ଚ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ସାକିଲାଡିହି- ବିକାଶ ନଗର ରାସ୍ତା ବିପର୍ଯ୍ୟସ୍ତ ନେଇ ସାମ୍ବାଦିକଙ୍କ ଜିଲ୍ଲାପାଳଙ୍କ ଦ୍ବାରସ୍ଥ

masiha

ବିଜୁ ସେତୁ ଉପଦେଷ୍ଟାଙ୍କ ବିଭିନ୍ନ ବ୍ରିଜ କାର୍ଯ୍ୟ ପରିଦର୍ଶନ

Sunil Chandra Nayak

ମହିଳା ମାନଙ୍କ ଗର୍ଭୋସବ ସଂସ୍କାର କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!