ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ l “ଗ୍ରାମବାସୀଙ୍କ ସହିତ ଆଲୋଚନା”

ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ l

“ଗ୍ରାମବାସୀଙ୍କ ସହିତ ଆଲୋଚନା”

ରାୟଗଡ:-ତା. ୨୪/୧୨- ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଆଜି ମୁନିଗୁଡା ବ୍ଲକ ଅନ୍ତର୍ଗତ ଆଦର୍ଶ ଗ୍ରାମ ଶକଟାକୁ ପରିଦର୍ଶନ କରିଥିଲେ l ଏହି ପରିଦର୍ଶନ ବେଳେ ଗ୍ରାମ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, ଛତୁଆ କେନ୍ଦ୍ର ଓ ପରିମଳ ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ସହିତ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ l ଗ୍ରlମବାସୀଙ୍କ ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେଏହି ଗ୍ରାମକୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଗତ ତା ୧୫/୧୨/୨୪ରିଖରେ ଦିନ ଭଗବାନ ବିର୍ଷା ମୁଣ୍ଡl ଜୟନ୍ତୀ ଅବସରରେ ଘୋଷଣା କରିଥିଲେ l ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ ଖେମୁଣ୍ଡୁ, ବିଡ଼ିଓ ମୁନୁଗୁଡା, ତହସିଲଦାର ମୁନିଗୁଡା, ସରପଞ୍ଚ ଓ ସମ୍ପାଦକ ଓ ଅବ୍ୟାନ୍ୟ ଅଧିକାରୀ ଉପସ୍ଥିତି ଥିଲେ l

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରାଇଘରଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

masiha

ମହନୀୟ କଳା ଓ ସଂସ୍କୃତିର ଅପୂର୍ବ ଭଣ୍ଡାର କଳାହାଣ୍ଡି ୬୧ତମ ମହାବୀର ମହୋତ୍ସବ ଉଦଘାଟିତ 

Sunil Chandra Nayak

ବୋଡ଼େନ ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେଶରାଜପୂର ରେ ଏକ ନିର୍ବାଚନ ସମାପିତ ହୋଇଛି

Sunil Chandra Nayak

Leave a Comment

error: Content is protected !!