ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପୃର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଉତ୍ସବ ସୁଶାସନ ଦିବସ ଭlବେ ପାଳିତ 

ପୃର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଉତ୍ସବ ସୁଶାସନ ଦିବସ ଭlବେ ପାଳିତ 

ଢେଙ୍କାନାଳ (ମନିସ )25/12/24 // ଢେ଼ଙ୍କାନାଳ ଜିଲ୍ଲା ସଦର : ସ୍ଥାନୀୟ ପୁରୁଣା ଜିଲ୍ଲା ପରିଷଦ ହଲ ଠାରେ ପୃର୍ଵତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଉତ୍ସବ ସୁଶାସନ ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟ ଯୋଗଦେଇ ବାଜପେୟୀ ଭାରତୀୟ ରାଜନିତୀରେ ସଂସ୍କାର ଆଣି ନୂତନ ଦିଗ୍ ଦର୍ଶନ ଦେଇଥିଲେ ବୋଲି ସେ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଜନସଧାରଣ ମହିଳା ପୁରୁଷମାନେ ଯୋଗ ଦେଇଥିଲେ ।

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ରାଉଲକେଲା ସହରରୁ ହକି ବିଶ୍ଵ କପ୍ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଉଦେଶ୍ୟରେ ଵାହାରିଥିଵା ସାଇକେଲ ଯାତ୍ରୀ ଙ୍କୁ ସ୍ଵାଗତ ଜଣାଇଲେ ନଗରପାଳ ଧର୍ମାନନ୍ଦ

Sunil Chandra Nayak

ଆନ୍ଧ୍ରରେ ନଖୋଜ ଯୁବକଙ୍କ ପତ୍ତା ମିଳୁନି ୩ ମାସ ହେଲା ଚିନ୍ତାରେ ପରିବାର

masiha

ଲୋକକଳା ପାଇଁ ଦିନଟିଏ “କାର୍ଯ୍ୟକ୍ରମ 

Sunil Chandra Nayak

Leave a Comment

error: Content is protected !!