ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜଗତ ଗୁରୁ ଠାକୁର ଅଭିରାମ ପରମହଂସ ଙ୍କ ୨୧ ତମ ବାର୍ଷିକ ଉତ୍ସବ

ଜଗତ ଗୁରୁ ଠାକୁର ଅଭିରାମ ପରମହଂସ ଙ୍କ ୨୧ ତମ ବାର୍ଷିକ ଉତ୍ସବ

ଢେଙ୍କାନାଳ: ଜଗତ ଗୁରୁ ଠାକୁର ଅଭିରାମ ପରମହଂସ ଙ୍କ ୨୧ ତମ ବାର୍ଷିକ ଉତ୍ସବ ଓ ସନାତନ ଧର୍ମ ସମ୍ମିଳନୀ ମୁନିସିପାଲିଟି କଲ୍ୟାଣ ମଣ୍ଡପ, ଢେଙ୍କାନାଳ ଠାରେ ଅନୁଷ୍ଠିତ ହୋଇଯାଇଛି । ପାଲିଙ୍କିରେ ଠାକୁରଙ୍କ ବିଗ୍ରହକୁ ୧୦ ମଣ୍ଡଳୀ ସଙ୍କୀର୍ତ୍ତନ ଦ୍ବାରା ସହର ପରିକ୍ରମା କରାଯାଇଥିଲା। ଜିଲ୍ଲା ସ୍ତରୀୟ ଭକ୍ତ ଗୋଷ୍ଠୀ ଙ୍କ ଦ୍ଵାରା ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ୨୭ ତାରିଖ ଠାରୁ ଆରମ୍ଭ ହୋଇ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ।

ଶୁଭମ୍ ପାଣି ଙ୍କ ରିପୋର୍ଟ୍ 

Related posts

ବ୍ଲକ ସ୍ତରିୟ ଗୁରୁପୁର୍ଣିମା ଅବସରରେ ଗାୟତ୍ରି ପରିବାର ପକ୍ଷରୁ ବୃକ୍ଷରୋପଣ

ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ 

masiha

ପୂର୍ବତନ ଅଧ୍ୟକ୍ଷ ବ୍ରଜେନ୍ଦ୍ର ପଟ୍ଟଯୋଷୀଙ୍କ ପତ୍ନୀ ବିୟୋଗ

masiha

Leave a Comment

error: Content is protected !!