ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ଧର୍ମଗଡ ରେ ଅଟଳ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ 

ଧର୍ମଗଡ ରେ ଅଟଳ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ 

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସ୍ଥିତ ପଞ୍ଚାୟତ କଲେଜ ପଡ଼ିଆରେ ଶନିବାର ଅଟଳ ମେମୋରିଆଲ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇ ଯାଇଛି। ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ଏହି ଅବସରରେ ସମ୍ମାନିତ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ, ପଞ୍ଚାୟତ କଲେଜ ଅଧ୍ୟକ୍ଷ ଜଗନ୍ନାଥ ରାଓ, ସାମ୍ବାଦିକ ଇଙ୍ଗିତ ପଣ୍ଡା, ହିମାଂଶୁ ପଣ୍ଡା,ଅଧ୍ୟାପକ ଲିଙ୍ଗରାଜ ପାତ୍ର ସମେତ ଅନ୍ୟାନ୍ୟ ଅତିଥି ମଞ୍ଚାସିନ ହୋଇଥିଲେ। ଉଦଘାଟନୀ ମ୍ୟାଚ ଟି ଧର୍ମଗଡ ବନାମ ମସିଗାଁ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା। 

ଢଗ ନାଏକ ଙ୍କ ରିପୋର୍ଟ୍ 

Related posts

ମାଁ ଦୁଲାର ଦେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ 

masiha

ଓଡିଶା ରାଜ୍ୟ ର଼୍ୟାଙ୍କିଙ୍ଗ୍ ପାରା ବ୍ୟାଡମିଣ୍ଟନ୍ ଟୁର୍ନାମେଣ୍ଟରେ ଆକାଶ ରଂଜନ ମୁଣ୍ଡ ବିଜୟୀ

masiha

ରାଇରଙ୍ଗପୁର: ଆନ୍ତଃ ରାଜ୍ୟ ଦୀପକ କୁମାର ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ରାଉରକେଲା ଚମ୍ପିୟାନ 

masiha

Leave a Comment

error: Content is protected !!