ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

କଳାହାଣ୍ତି ଜିଲ୍ଲା ନର୍ଲା ବ୍ଳକ ମୁସ୍କୁଟି ସ୍ଥିତ ମିଳିତ ପଞ୍ଚାୟତ ଉଚ୍ଚ ମାଧ୍ଯମିକ ବିଦ୍ଯାଳୟ ରୁପ୍ରା ଠାରେ ଛାତ୍ରୀ ମାନଙ୍କର ଆତ୍ମ ସୁରକ୍ଷା ଏକ ତାଲିମ ଶିବିର ଉଦଘାଟିତ ହୋଇଯାଇଛି। ବିଦ୍ଯାଳୟର ଅଧ୍ଯକ୍ଷ ତପନ କୁମାର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିବିର କୁ ଉଦଘାଟନ କରିଥିଲେ।ଶିବିରରେ ପ୍ରଶିକ୍ଷିକା  ଭାବେ ନଗମାରଣୀ ନାୟକ ଯୋଗଦାନ କରି ବିଦ୍ଯାଳୟର ୭୧ ଜଣ ଛାତ୍ରୀ ଙ୍କୁ ତାଲିମ ପ୍ରଦାନ କରୁଛନ୍ତି। ଉକ୍ତ ଶିବିର ଚଳିତ ମାସ ୧୫ ତାରିଖ ଯାଏଁ ଅନୁଷ୍ଠିତ ହେବ। ପରିଶେଷରେ ଇତିହାସ ଅଧ୍ଯାପକ ତଥା ରେଡକ୍ରସ କଭର୍ନସଲର ସୁଧିର କୁମାର ପଣ୍ତା ଧନ୍ୟବାଦ ଅର୍ପଣ କରିଥିଲେ।

ଅଜୟ କୁମାର ସେନାପତି ଙ୍କ ରିପୋର୍ଟ୍ 

Related posts

ଶ୍ରୀରାମ ନବମୀ ଉପଲକ୍ଷେ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

masiha

କୋଏଲ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ବାର୍ଷିକୋତ୍ସବ

Sunil Chandra Nayak

ଧର୍ମଗଡ଼ ଠାରେ ମୂଳନୀବାସୀ ବହୁଜନ ମିଳିତ ମହାସଂଘ ତରଫରୁ ମହାତ୍ମା ଜ୍ୟୋତି ରାଓ ଫୁଲେ ଙ୍କ ଜୟନ୍ତୀ ପାଳନ

masiha

Leave a Comment

error: Content is protected !!