ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ପୁତ୍ରଦା ଏକାଦଶୀ ନୀତି ପାଳିତ

ପୁତ୍ରଦା ଏକାଦଶୀ ନୀତି ପାଳିତ

ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ପୌଷ ମାସ ର ପୁତ୍ରଦା ଏକାଦଶୀ ନୀତି ପାଳିତ। ସକାଳୁ ମଙ୍ଗଳ ଆଳତୀ, ମହାସ୍ନାନ, ବସ୍ତ୍ର, ତୁଳସୀ ହାର, ଫୁଲ ହାର, ପହିଲି ଭୋଗ ଲାଗି ହୋଇଥିଲା। ବଲ୍ଲଭ ଭୋଗ ଲାଗି, ଦଶଟା ବେଳେ ଖେଚୁଡ଼ି ଭୋଗ,ମଧ୍ୟାହ୍ନ ରେ ଅର୍ଣ୍ଣ ଧୂପ, ସଂଧ୍ୟା ବେଳେ ଆଳତୀ, ରାତ୍ର ରେ ରାତ୍ର ଧୂପ, ଏକାଦଶୀ ବେଢ଼ା ମହାଦୀପ ମନ୍ଦିର ଉପରକୁ ଉଠିବ ପରେ ପହଡ଼ ପଡ଼ିବ। ପୂଜକ ଶିବତ୍ସ ମିଶ୍ର,ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର, ବ୍ରଜମୋହନ ମୋହନ ମହାପାତ୍ର, କାହାଳୀଆ ଟିକନ ବେହେରା ଓ ଜୀମାଦାର ଶ୍ୟାମ ସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତି ରେ ଏହି ପୌଷ ମାସ ର ପୁତ୍ରଦା ଏକାଦଶୀ ନୀତି ପାଳିତ ହୋଇଯାଇଛି ।

ଶୁଭମ୍ ପାଣି ଙ୍କ ରିପୋର୍ଟ୍ 

Related posts

ମହାଶିବରାତ୍ରୀ ଅବସରରେ ଚଳ ଚଞ୍ଚଳ ବାଲୁଗାଁର ଆରାଧ୍ୟା ଠାକୁର ଶ୍ରୀ ଶ୍ରୀ ବାବା ଉମାମହେଶ୍ଵର ଦେବଙ୍କ ପୀଠ

Sunil Chandra Nayak

କାମାକ୍ଷାଗରରେ ପ୍ରଥମ ପୂଜ୍ୟ ଶ୍ରୀଗଣେଶ ପୂଜା 

Sunil Chandra Nayak

ରାଇରଙ୍ଗପୁର ପ୍ରସିଦ୍ଧ ୩୩ ତମ ରଥଯାତ୍ରା ପାଇଁ ଜଗନ୍ନାଥ ମନ୍ଦିରରେ ରଥକାଠ ଅନୁକୂଳ

Sunil Chandra Nayak

Leave a Comment

error: Content is protected !!