ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉମରକୋଟଠାରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଉମରକୋଟଠାରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର ;(ତା୧୩.୧.୨୦୨୫)(ରବି ନାରାୟଣ ମହାନ୍ତି) ଆଜି ଉମରକୋଟବ୍ଲକ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ,ଉପଜିଲ୍ଲାପାଳ, ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର,ବି ଡି ଓ ଲକ୍ଷ୍ମୀ ସାଗର ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ରହିଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଜାତୀୟ ଆଇନ୍ ସେବା ଦିବସ ପାଳିତ

Sunil Chandra Nayak

କିନ୍ନର ସଂଘର ଦୁଇ ନୂତନ ସଭ୍ୟଙ୍କୁ ମନ୍ତ୍ରୀଙ୍କ ଦ୍ୱାରା କିନ୍ନର ପରିଚୟ ପତ୍ର ପ୍ରଦାନ

Sunil Chandra Nayak

ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ସଚେତନତା

Sunil Chandra Nayak

Leave a Comment

error: Content is protected !!