ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲୁକା କଳାରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

ବାଲୁକା କଳାରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

କର୍ଲାମୁଣ୍ଡା: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ ତମ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏଙ୍କ ୨୧୭ ତମ ଜୟନ୍ତୀ ଉପଲକ୍ଷେ ବାଲୁକା କଳାରେ ପ୍ରତିମୂର୍ତ୍ତି ନିର୍ମାଣ କରି ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀ ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା ଗ୍ରାମର ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ବାଲୁକା ଶିଳ୍ପୀ ଡ଼ଃ ଓମ ପ୍ରକାଶ ସାହୁ l ଚାରି ଟନ୍ ବାଲିରେ ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀ ଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଥିବା ଜଣାଯାଏ l ବାଲୁକା କଳା ପାଇଁ ଶ୍ରୀ ସାହୁ ବିଭିନ୍ନ ସମୟରେ ଜାତୀୟ ଆନ୍ତର୍ଜାତୀୟ ସ୍ତରରେ ବାଲୁକା କଳା ପ୍ରଦର୍ଶନ କରି ବେଶ କ୍ଷାତି ଅର୍ଜନ କରି ପାରିଛନ୍ତି l 

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ନମାମି ଭାରତ କାର୍ଯ୍ୟକ୍ରମ

Sunil Chandra Nayak

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ରେ +୩ ନାମଲେଖା ଛାତ୍ର ଛାତ୍ରୀଙ୍କୁ ସହଯୋଗ କରିବା ପାଇଁ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଏକ ସହାୟତା କେନ୍ଦ୍ର ଆରମ୍ଭ 

Sunil Chandra Nayak

କଳାହାଣ୍ଡି ଜିଲ୍ଲାରେ ଟିପିଡବ୍ଲ୍ୟୁଓଡିଏଲର ନୂତନ ମଣ୍ଡଳ କାର୍ଯ୍ୟାଳୟ ଗୃହ ଉଦଘାଟିତ

masiha

Leave a Comment

error: Content is protected !!