ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅବସରପ୍ରାପ୍ତ କର୍ମଚାରୀଙ୍କ ପରଲୋକ 

ଅବସରପ୍ରାପ୍ତ କର୍ମଚାରୀଙ୍କ ପରଲୋକ 

କାମାକ୍ଷାନଗର(ମନିସ )23/1/25 // କାମାକ୍ଷାନଗର ସହରର ଅନନ୍ତପୁର ବସ୍ତି ର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସବ୍ୟସାଚୀ ଜେନାଙ୍କର ବୁଧବାର ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି l ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା l ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବହୁ ସୁଭେଛୁ, ବନ୍ଧୁ ଓ ପରିବାର ବର୍ଗ ବସଭାବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ l ତାଙ୍କୁ ପୁରୀ ନିଆଯାଇ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସଂପର୍ଣ୍ଣ କରାଯାଇଛି l ତାଙ୍କର ଏକ ମାତ୍ର ପୁଅ ଲୋକନାଥ ମୁଖାଗ୍ନି ଦେଇଛନ୍ତି l ତାଙ୍କ ମୃତ୍ୟୁରେ ସହରରେ ଶୋକର ଛାୟା ଖେଳି ଯାଇଛି l

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଓଡ଼ିଶା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ,ରାଇରଙ୍ଗପୁର ତରଫରୁ ବିଭିନ୍ନ ଦାବି ନେଇ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ ! ସପ୍ତାହ ମଧ୍ୟରେ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବ ସଂଘ

Sunil Chandra Nayak

ବ୍ରଜା ଘାତରେ କୁଶୁର୍ଲା ଗ୍ରାମର ବୃଦ୍ଧ ମୃତ 

ବୋଡ଼େନ ବ୍ଲକ୍ ସୁନାପୁର ବିଜୁ ଏକ୍ସପ୍ରେସ ୱେ ରେ ଡିଜେ ଗାଡ଼ି ଭାରସାମ୍ୟ ହରାଇ ଦୁର୍ଘଟଣା ଗସ୍ତ, ୫ ଗୁରୁତର, ୧୫ ଆହତ 

masiha

Leave a Comment

error: Content is protected !!