ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଷ୍ଟ୍ରଭାଷା ପରୀକ୍ଷା ଦେଲେ ୧୨୨ ପରୀକ୍ଷାର୍ଥୀ

ରାଷ୍ଟ୍ରଭାଷା ପରୀକ୍ଷା ଦେଲେ ୧୨୨ ପରୀକ୍ଷାର୍ଥୀ

ରାଉରକେଲା:ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସସ୍ଥାନ, ରାଉରକେଲା ଆନୁକୂଲ୍ୟରେ ଦୀପିକା ଇସ୍ପାତ ଶିକ୍ଷା ସଦନ, ସେକ୍ଟର ୦୬ ପରୀକ୍ଷା କେନ୍ଦ୍ରରେ ଫେବୃଆରି ୨୨ରୁ ୨୫ ପର୍ୟ୍ଯନ୍ତ ରାଷ୍ଟ୍ରଭାଷା ପ୍ରଚାର ସମିତି ଅନ୍ତର୍ଗତ ପ୍ରାଥମିକ,ପ୍ରାରମ୍ଭିକ, ପ୍ରବେଶ,ପରିଚୟ,କୋବିଦ ଓ ରାଷ୍ଟ୍ରଭାଷା ରତ୍ନ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଉରକେଲା ଓ ଏହାର ଆଖପାଖ ବିଦ୍ୟାଳୟ ଓ ମହାବିଦ୍ୟାଳୟର ୧୨୨ପରୀକ୍ଷାର୍ଥୀ ଯୋଗ ଦେଇଥିଲେ ।ସମସ୍ତ ପରୀକ୍ଷା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର କୁମାର ସାମଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁଚାରୁରୂପେ ଅନୁଷ୍ଠିତ ହୋଇଥିଲା ଵୋଲି ସସ୍ଥାନର ମ୍ୟାନେଜିଂ ଟ୍ରଷ୍ଟି ତଥା ସମ୍ପାଦକ ଡ ଜଗନ୍ନାଥ ଦାଶ ଜଣାଇଛନ୍ତି । 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଜିଲ୍ଲା ସ୍ତରୀୟ ସି ଏମ କିଶାନ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

“ଏସପାଇଆର ରାଇରଙ୍ଗପୁର” ମାଧ୍ୟମରେ ଫ୍ରି କୋଚିଂ ଜିଲ୍ଲାପାଳଙ୍କ ଦ୍ବାରା ଶୁଭ ଉଦଘାଟିତ 

masiha

ବେଶ ଧୁମ ଧାମ ରେ କାମାକ୍ଷାନଗର ରେ ପ୍ରଥମ ଥର ରାହାଗିରି ବା ପଥୋତ୍ସବ ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!