ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

‘ଟ୍ରୁ ପାଥ ୟୁଥ୍ ଆସୋସିଏସନ୍’ ତରଫରୁ ଖାଦ୍ୟ ବଣ୍ଟନ ସେବାକାର୍ଯ୍ୟ ଅନୁଷ୍ଠିତ

‘ଟ୍ରୁ ପାଥ ୟୁଥ୍ ଆସୋସିଏସନ୍’ ତରଫରୁ ଖାଦ୍ୟ ବଣ୍ଟନ ସେବାକାର୍ଯ୍ୟ ଅନୁଷ୍ଠିତ

ରାଉରକେଲା: ମହାଶିବରାତ୍ରି ଅବସରରେ ‘ଟ୍ରୁ ପାଥ ୟୁଥ୍ ଆସୋସିଏସନ୍’ ତରଫରୁ ସାର୍ ନଗରୀ ଅଞ୍ଚଳରେ ଖାଦ୍ୟ ବଣ୍ଟନ ସେବାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସଙ୍ଗଠନର ଯୁବଶକ୍ତି ମିଳିତ ଭାବେ ସେବା ମନୋଭାବ ରଖି ସତ୍ୟ ପଥରେ ଆଗେଇ ଆସିଛନ୍ତି ଏବଂ ଆବାହକ ଅଜୟ ଗୌଡ଼, ଅଧ୍ୟକ୍ଷ ଇନ୍ଦ୍ରଜିତ ରାଉଳ, ସଂପାଦକ ଶିବମ ସିଂ, କୋଷାଧ୍ୟକ୍ଷ ବିଦୁତ୍ତମା ମାଝୀ , ସଦସ୍ୟ ରୋଷନ ସୁରିନ୍, ଋତୁରାଜ ସାହୁ, ହିତାଂଶୁ ପୂରଣ, ନୟନ ଆଚାର୍ଯ୍ୟ, ସୁମିତ୍ କୁମାର ରାଜ ପ୍ରତ୍ୟକ୍ଷ ଭାବରେ କାର୍ଯ୍ୟକ୍ରମଟିକୁ ଆଗେଇ ନେଇଥିଲେ ଓ ପରୋକ୍ଷ ଭାବରେ ଅନେକ କାର୍ଯ୍ୟକର୍ତ୍ତା କାର୍ଯ୍ୟକ୍ରମକୁ ସଫଳ କରିବାରେ ସହାୟକ ହୋଇଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ପକ୍ଷରୁ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ 

masiha

ଅଲ୍‌ ଓଡିଶା ଅଙ୍ଗନଓ୍ବାଡି ମହିଳା ଓ୍ବାର୍କର ଆସୋସିଏସନ୍‌ର ବୈଠକ 

Sunil Chandra Nayak

ବୃକ୍ଷରୋପଣ କାର୍ଯ୍ୟକ୍ରମ 

masiha

Leave a Comment

error: Content is protected !!