ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ADJ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ADJ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ୬ା୩ (ଦୁର୍ଯ୍ୟୋଧନ ବର୍ଗେ ): ବଲାଙ୍ଗୀର ଜିଲାର ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଉ କିଛି ଦିନ ପରେ ରାୟ ପ୍ରକାଶ ପାଇବ। ଗୁରୁବାର ଆଉ କିଛି ସମୟ ପରେ ବୟାନ ରେକର୍ଡ ପାଇଁ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି ଅଭିଯୁକ୍ତ ପୁଞ୍ଜିଲାଲ ମେହେର। ଏହି ଘଟଣାରେ ୬୩ ଜଣଙ୍କ ବୟାନ ରେକର୍ଡ ହୋଇ ସାରିଥିବା ବେଲେ ଆଜିପୁଣି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ବୟାନ ରେକର୍ଡ କରାଯିବ। ବୟାନ ରେକର୍ଡ ପରେ ବିଚାପତି ଏହି ଘଟଣାର ରାୟ ପ୍ରକାଶ କରିବେ। ପୁଞ୍ଜିଲାଲଙ୍କୁ ବଲାଙ୍ଗୀର କାରାଗାରରୁ ପାଟଣାଗଡ଼ କୋର୍ଟକୁ ଅଣାଯାଇଛି। ବିଚାରପତିଙ୍କ ଆଗରେ ହାଜର ହେବେ।

ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ଏବେ ରହିଆସୁଛନ୍ତି। 

ଦୁର୍ଯୋଧନ ବର୍ଗେ ଙ୍କ ରିପୋର୍ଟ୍ 

Related posts

ଜୁନାଗଡ଼ ନୂତନ ଥାନାଧିକାରୀଙ୍କୁ ସାମ୍ବାଦିକ ସଂଘର ଶୁଭେଚ୍ଛା

masiha

ମହାବଳ ବାଘ ଛାଲ ସହ ଜଣେ ଗିରଫ

Sunil Chandra Nayak

ଜମି ବାଡିକୁ କେନ୍ଦ୍ର କରି ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା !!

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort