ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟରେ ନିରବଚ୍ଛିନ୍ନ ଭାବେ ବିଦ୍ୟୁତ ଯୋଗାଣ ହେବ:ମୁଖ୍ୟ ଶାସନ ସଚିବ

ରାଜ୍ୟ ପ୍ରଚଣ୍ଡ ରୌଦ୍ର ତାପ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ଏହା ସହିତ ବିଦ୍ୟୁତ କାଟ ଲୋକଙ୍କୁ କଲବଲ କରୁଛି।ଏପରି ପରିପ୍ରେକ୍ଷୀରେ ରାଜ୍ୟବ୍ୟାପୀ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ଏକ ବଡ ନିର୍ଦେଶ ଦେଇଛନ୍ତି ମୂଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର।ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଦ୍ୟୁତ କାଟ ନକରି ନିରବଚ୍ଛିନ୍ନ ଭାବେ ବିଜୁଳି ଯୋଗାଇଦେବା ପାଇଁ ନିର୍ଦ୍ଧେଶ ଦିଆଯାଇଛି।ରାଜ୍ୟରେ  ବଢୁଥିବା ଖରା ଓ ଛାତ୍ରଛାତ୍ରୀ ମାନଙ୍କ ପରୀକ୍ଷା କୁ ଦୃଷ୍ଟିରେ ରଖି ନିରବଚ୍ଛିନ୍ନ ବିଜୁଳି ଯୋଗାଣ ପାଇଁ ବିଭିନ୍ନ ବିଦ୍ୟୁତ ବିତରଣ କମ୍ପାନୀ କୁ ମୁଖ୍ୟ ଶାସନ ସଚିବ ନିର୍ଦେଶ ଦେଇଛନ୍ତି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସବୁଠାରୁ ବଡ଼ ଅଣ୍ଡା.. ଅଣ୍ଡାଟିର ଓଜନ ରହିଛି ୨୧୦ ଗ୍ରାମ।

Sunil Chandra Nayak

ବେଣୁଧର ସୂତାର ଙ୍କ କବିତା ଭାବ କଳ୍ପରେ କବି

Sunil Chandra Nayak

ଜଣା ଅଜଣା….ଅଣସର ଘରେ କ’ଣ କ’ଣ ହୁଏ ?

Sunil Chandra Nayak

Leave a Comment

error: Content is protected !!