ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବହଳପଡା ଦ୍ଵାଦଶୀ ମେଲଣ ଅନୁଷ୍ଠିତ 

ବହଳପଡା ଦ୍ଵାଦଶୀ ମେଲଣ ଅନୁଷ୍ଠିତ 

କଟକ : ଚତୁର୍ଦ୍ଦଶୀ ସଙ୍କୀର୍ତ୍ତନ ମଣ୍ଡଳୀ ସହ ଅନୁବନ୍ଧିତ ୪୨ ମୌଜା ବହଳପଡ଼ା ଦ୍ଵାଦଶୀ ମେଲଣ ମହାଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଚତୁର୍ଦ୍ଦଶ ସଙ୍କୀର୍ତ୍ତନ ମଣ୍ଡଳୀର ସର୍ବାଧିକାରି ସୁବାସ ଚନ୍ଦ୍ର ଦେବତା, ସର୍ବ ମହନ୍ତ ସୁରେନ୍ଦ୍ର ନାଥ ପଣ୍ଡା, ସମ୍ପାଦକ ନନ୍ଦ କିଶୋର ଜେନା ଓ ସମ୍ମାନୀୟ ଅତିଥି ଭାବେ ସମସ୍ତ ମଣ୍ଡଳୀର ଅଧିକାରୀ,ମହନ୍ତ ଓ କାର୍ଯ୍ୟକାରୀ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ବହଳପଡ଼ା ଗ୍ରାମବାସୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ୪୨ମୌଜା ଥାନା ଆଇଆଇସି ଗିରିଶ ଚନ୍ଦ୍ର ମହାରଣାଙ୍କ ତତ୍ତ୍ଵାବଧାନରେ ବିମାନ ଶୋଭାଯାତ୍ରା ଓ ମେଲଣରେ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା । 

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ମିଲେଟ ମଦର ଇଭେଣ୍ଟ କାର୍ଯ୍ୟକ୍ରମ 

masiha

କବି ସୁଶାନ୍ତ ରଣା ପାଇବେ ବିକ୍ଷିପ୍ତା ଜ୍ୟୋତି ସମ୍ମାନ

Sunil Chandra Nayak

ରାଇରଙ୍ଗପୁର ମଠ, ମନ୍ଦିର,ଦେବାଳୟ,ପୁର ପଲ୍ଲୀରେ ଧୂମଧାମରେ ସାବିତ୍ରୀ ବ୍ରତ ପାଳିତ

masiha

Leave a Comment

error: Content is protected !!