ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବଡ଼ଦାଣ୍ଡ ସାହି ବିଦ୍ୟାଳୟର ବାର୍ଷିକ ଉତ୍ସବ 

ବଡ଼ଦାଣ୍ଡ ସାହି ବିଦ୍ୟାଳୟର ବାର୍ଷିକ ଉତ୍ସବ 

ଆସିକା ,୧୧/୩/୨୫ // ଧରାକୋଟ ସ୍ଥିତ ବଡ଼ଦାଣ୍ଡ ସାହି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହା ସମାରୋହେ ସହ ପାଳନ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ସାକମ୍ବରି ଆଚାରି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବି ଇ ଓ ଲିଙ୍ଗରାଜ ସ୍ୱାଇଁ,ସମ୍ମାନିତ ଅତିଥି ଭାବରେ ଏ ବି ଇ ଓ ସିମାଞ୍ଚଳ ବେହେରା,ଶିକ୍ଷାବିତ ଲିଙ୍ଗରାଜ ପଣ୍ଡା,ଶିକ୍ଷକ ଭାସ୍କର ବାଡ଼ ତ୍ୟା, ପି ଟି ଏ ସଭାପତି ରାଜଲକ୍ଷ୍ମୀ ସାହୁ,ଉପ ସଭାପତି ମହେଶ୍ୱର ଗୌଡ଼ , ସମାଜ ସେବୀ ଅଶୋକ ଗୌଡ଼,ଅଙ୍ଗନୱାଡ଼ି କର୍ମୀ ଜୟଶ୍ରୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହିଥିଲେ। ପ୍ରଧାନ ଶିକ୍ଷୟତ୍ରୀ ଙ୍କ ଦ୍ଵାରା ବିବରଣୀ ପାଠ ପରେ ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରାଯାଇଥିଲା । ଉପସ୍ଥିତ ଅତିଥି ମାନେ ଛାତ୍ର ଛାତ୍ରୀ ମାନଙ୍କ ଶୃଙ୍ଖଳା ଜ୍ଞାନ, ସମୟାନୁବର୍ତିତା ଓ ଭଲ ମଣିଷ ହେବାପାଇଁ ପରାମର୍ଶ ଦେଇଥିଲେ। ଶିକ୍ଷୟତ୍ରୀ ମିନତି ପତ୍ରୀ ଧନ୍ୟବାଦ୍ ଅର୍ପଣ କରିଥିଲେ ।

ଆସିକା ରୁ ଶିବ ଶଙ୍କର ମିଶ୍ର ମସିହା ନ୍ୟୁଜ

 

Related posts

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ନବରଙ୍ଗପୁର ଠାରେ ରାଜ୍ୟ ସରକାରଙ୍କ “ସୁଭଦ୍ରା ଯୋଜନା” ର ଦ୍ଵିତୀୟ କିସ୍ତି ର ଆର୍ଥିକ ସହାୟତା ପ୍ରଦାନର ସିଧା ପ୍ରସାରଣ 

masiha

ଭିନ୍ନକ୍ଷମ ମାନଙ୍କ ମୌଳିକ ଅଧିକାର ପାଇଁ ଦିନିକିଆ କର୍ମଶାଳା 

masiha

ସକ୍ଷମ ନୃତ୍ୟ ଏକାଡେମୀ ତରଫରୁ ଜାତୀୟ ଶାସ୍ତ୍ରୀୟ ଓ ଲୋକ ନୃତ୍ୟ ମହୋତ୍ସବ, ରାସ୍ ରଙ୍ଗ ମହୋତ୍ସବ ୨୦୨୬ ପାଳନ

Leave a Comment

error: Content is protected !!