ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦାସି ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ 

ଦାସି ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ 

ଜୁନାଗଡ଼, ୧୩/୩(ମନୀ ସ) ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଦାସି ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା ।ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତି କର ଙ୍କ ସଭାପତିତ୍ୱରେ ଅନୁଷ୍ଟିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ନାରାୟଣ ପ୍ରସାଦ ପାଢ଼ୀ ଯୋଗଦାନ କରି ଥିବା ବେଳେ ସମ୍ମାନିତ ଅତିଥି ଭାବେ ସାମ୍ବାଦିକ ରୋହିତ ବାଗ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ ।ଶିକ୍ଷକ ଲିଙ୍ଗରାଜ ମିଶ୍ର ମଞ୍ଚ ପରିଚାଳନା କରି ଥିବା ବେଳେ ଶିକ୍ଷକ ରୁଦ୍ର ପ୍ରସାଦ ଦଣ୍ଡସେନା ,ସୁନୀଲ କଳ ତା ଏବଂ ଶିକ୍ଷୟତ୍ରୀ ଯମୁନା ମେହେର ସହଯୋଗ କରିଥିଲେ ।ଶିକ୍ଷୟତ୍ରୀ ଗିତାଞ୍ଜଳି ଧ ଙ୍ଗ ଡା ମାଝି ଧନ୍ୟବାଦ ଅର୍ପଣ କରିଥିଲେ ।

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ଓମ୍ ପ୍ରକାଶ ସାହୁଙ୍କ ଦ୍ୱାରା ବାଲୁକା କଳାରେ ସଚେତନ ବାର୍ତ୍ତା 

masiha

ନିର୍ମାଣାଧୀନ ପୋଲ ର ଡାଇଭର୍ଶନ ରାସ୍ତା କାଦୁଅ ପଚ ପଚ : ପଥ ଚାରୀ ବାଇକ ଅରୋହି ବେହାଲ 

Sunil Chandra Nayak

ଇସ୍ପାତ କାରଖାନା ବିସ୍ଥାପିତ ଥଇଥାନ କାର୍ଯ୍ୟକ୍ରମକୁ ହମିରପୁର ଗ୍ରାମବାସୀଙ୍କ ବିରୋଧ

Sunil Chandra Nayak

Leave a Comment

error: Content is protected !!